Home Bibles ଗୀତସଂହିତା 121 · ଓଡ଼ିଆ ବାଇବେଲ ||

ଗୀତସଂହିତା

Chapter 121

ଓଡ଼ିଆ ବାଇବେଲ
1ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ? 2ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା। 3ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ। 4ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ। 5ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି। 6ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ। 7ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ। 8ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

Choose Theme