Home Bibles ଗୀତସଂହିତା 121:4 · ଓଡ଼ିଆ ବାଇବେଲ
ଗୀତସଂହିତା 121:4 · ଓଡ଼ିଆ ବାଇବେଲ

ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ।

Cross references

ପ୍ରଥମ ରାଜାବଳୀ 18:27

ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।

ଗୀତସଂହିତା 27:1

ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।

ଗୀତସଂହିତା 32:7

ପରମେଶ୍ବର ତୁମ୍ଭେ ହିଁ ମାରେ ଲୁଚିବାର ସ୍ଥାନ ଅଟ। ତୁମ୍ଭେ ମାେତେ ସମସ୍ତ ବିପଦରୁ ଉଦ୍ଧାର କର। ତୁମ୍ଭେ ମାରେ ଚତୁର୍ଦ୍ଦିଗରେ ରହି ମାେତେ ରକ୍ଷା କର। ତଣେୁ ଯେଉଁ ଉପାଯରେ ମାେତେ ବଞ୍ଚାଇଲ ମୁଁ ସହେି ବିଷଯରେ ଗୀତ ବୋଲିବି।

ଗୀତସଂହିତା 127:1

ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।

ଉପଦେଶକ 8:16

ଯେତବେେଳେ ମୁଁ ଜ୍ଞାନର ତତ୍ତ୍ବ ଜାଣିବାକୁ ଓ ପୃଥିବୀ ରେ ଘଟୁଥିବା କାର୍ୟ୍ଯ ଦେଖିବାକୁ ମନୋୟୋଗ କଲି। ଏଇ ଦିନ ରେ ମୁଁ ନ ଶାଇେ ଦିନରାତି କାମ କଲି।

ଯିଶାଇୟ 27:3

ମୁଁ, ସଦାପ୍ରଭୁ ସହେି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥି ରେ ଜଳ ସଚେନ କରିବି। ଦିବାରାତ୍ର ତାକୁ ଜଗି ରହିବି ଯେପରି କହେି ତା'ର କିଛି କ୍ଷତି କରିବେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:15

ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।

Interlinear

Choose Theme