Home Bibles ☰ Books ଗୀତସଂହିତା 122:3 · ଓଡ଼ିଆ ବାଇବେଲ
ଗୀତସଂହିତା 122:3 · ଓଡ଼ିଆ ବାଇବେଲ

ୟିରୁଶାଲମ ସହର ଭଳି ତିଆରି ହାଇେଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହବୋ ଉଚିତ୍।

Cross references

ଦିତୀୟ ଶାମୁୟେଲ 5:9

ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, ଦାଉଦ ସହର ନାମ ରେ ନାମିତ କଲେ। ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।

ନିହିମିୟା 4:6

ଆମ୍ଭେ ୟିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁଃପାଶର୍‌ବ ରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ୟ୍ଯନ୍ତ ସମୁଦାଯ ପ୍ରାଚୀର ଏକତ୍ର ସଂୟୁକ୍ତ କରାଗଲା। ଯେ ହତେୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା।

ଗୀତସଂହିତା 147:2

ସଦାପ୍ରଭୁ ହେଉଛନ୍ତି ଜଣେ ୟିଏ ୟିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇଶ୍ରାୟେଲର ନିର୍ବସିତମାନଙ୍କୁ ଏକତ୍ରୀତ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:20

ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 4:4

ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:10

ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।

Interlinear

Choose Theme