ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।
Cross references
ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇଶ୍ରାୟେଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସମାନଙ୍କେର ପ୍ରାର୍ଥନା ମନୋୟୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ବର୍ଗ। ଆମ୍ଭେ ବିନତି କରୁଛୁ ସହେିଠା ରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର।
କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।
ଆମ୍ଭମାନଙ୍କର ପରମେଶ୍ବର ସ୍ବର୍ଗରେ ଅଛନ୍ତି। ଏବଂ ସେ ୟାହା ଚାହାଁନ୍ତି ତାହା କରିପାରନ୍ତି।
ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।
ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?
ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।
ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।
ମାରେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କଲେ। ଇଶ୍ରାୟେଲ, ଏହାକୁ ଆଉଥରେ କୁହ।
ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।
ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।
ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ୍ କାର୍ୟ୍ଯକୁ ସ୍ମରଣ କର।
ଏହା କଡ଼େେ ଭଲ ଓ ବଡ଼ ଆନନ୍ଦର କଥା ଯେତବେେଳେ ସବୁ ଭାଇମାନେ ଏକତ୍ର ଜୀବନୟାପନ କରନ୍ତି।
ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଚାହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଚାହିଁଅଛି। ତଣେୁ ମାେତେ ମୃତ୍ଯୁବରଣ କରିବାକୁ ଦିଅ ନାହିଁ।
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।