ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।
Cross references
ଶାଉଲ ପର୍ବତର ଏକ ପାଶର୍ବକକ୍ସ୍ଟ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସହେି ପର୍ବତର ଅନ୍ୟ ଏକ ପାଖକକ୍ସ୍ଟ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରକ୍ସ୍ଟ ଶିଘ୍ର ଦୌଡି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କକ୍ସ୍ଟ ଧରିବା ନିମନ୍ତେ ପର୍ବତର ଚତକ୍ସ୍ଟଃପାଶର୍ବ ରେ ଘରେି ୟାଇଥିଲେ।
ତେଣୁ ଶାଉଲ ଦାଉଦଙ୍କ ପଶ୍ଚାତ ଗୋଡ଼ାଇବାକକ୍ସ୍ଟ ଛାଡି ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଗଲେ। ତେଣୁ ସମାନେେ ସହେି ସ୍ଥାନର ନାମ ପିଛିଳ ଶୈଳ ନାମ ଦେଲେ।
ଇଶ୍ରାୟେଲର ରାଜା କାହା ପଛ ରେ ବାହାର ହାଇେ ଆସିଛନ୍ତି? ଆପଣ କାହା ପଛ ରେ ଗୋଡଉଛନ୍ତି? ଗୋଟିଏ ମଲା କକ୍ସ୍ଟକକ୍ସ୍ଟର ପଛ ରେ, ଗୋଟିଏ ଡାଆଂଶ ପଛ ରେ ଆପଣ ଗୋଡଉଛନ୍ତି।
ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।
ସେ କ୍ଲାନ୍ତ ଓ ଦୁର୍ବଳ ଥିବା ବେଳେ ମୁ ତାହାକକ୍ସ୍ଟ ଆକ୍ରମଣ କରି ଭୟ ଦଖାଇବେି, ତହିଁରେ ସମସ୍ତ ଲୋକମାନେ ପଳାଯନ କରିବେ। ମୁ କବଳେ ରାଜାଙ୍କକ୍ସ୍ଟ ହତ୍ଯା କରିବି।
ଏଣୁ ସମାନେେ ଗଲାପରେ ସେ ଦକ୍ସ୍ଟଇ ଜଣ କୂଅ ମଧ୍ଯରକ୍ସ୍ଟ ବାହାରି ଦାଉଦ ରାଜାଙ୍କ ନିକଟକକ୍ସ୍ଟ ୟାଇ ଜଣାଇଲେ। ସମାନେେ ଦାଉଦଙ୍କକ୍ସ୍ଟ କହିଲେ, ଆପଣମାନେ ଏଠାରକ୍ସ୍ଟ ଶିଘ୍ର ନଦୀ ପାର ହାଇେ ଗ୍ଭଲିୟାଆନ୍ତକ୍ସ୍ଟ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଏହିପରି ଭାବରେ ମନ୍ତ୍ରଣା ଦଇେଛନ୍ତି।
ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି।
ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
କିନ୍ତୁ ସଦାପ୍ରଭୁ ୟିଏ ୟାହା ଠିକ୍ କରନ୍ତି, ସହେି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।
କାରଣ ଆମ୍ଭେ ଲୋକମାନଙ୍କ ମଧିଅରେ କେତକେ ଦୁଷ୍ଟ ଲୋକ ଅଛନ୍ତି। ସମାନେେ ବ୍ଯାଧ ତୁଲ୍ଯ ଫାଶ ବସାନ୍ତି ଓ ଲୋକମାନଙ୍କୁ ସହେି ଫାନ୍ଦ ରେ ପକାନ୍ତି।
ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।
ଶୟତାନ ସମାନଙ୍କେୁ ଫାନ୍ଦ ରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହାଇପୋ ରେ ଯେ ସମାନେେ ସଜାଗ ହବେେ ଓ ଶୟତାନର ସହେି କାର୍ୟ୍ଯ ଦେଖିବେ। ତା'ପରେ ସମାନେେ ଶୟତାନର ଫାନ୍ଦରୁ ମୁକ୍ତ ହବେେ।