ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
Cross references
ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।
ପରମେଶ୍ବର ତୁମ୍ଭର ଯତ୍ନ ନବେେ ଏବଂ ତୁମ୍ଭକୁ ଶାନ୍ତି ଦବେେ। ତା'ପରେ ତୁମ୍ଭେ ତୁମ୍ଭର ଚତୁଃପାଶର୍ବକୁ ଅନାଇବ ଏବଂ ନିରାପଦ ରେ ବିଶ୍ରାମ ନବେ।
ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି ? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।
ମୁଁ ବିଛଣାରେ ଶାନ୍ତିରେ ଶଯନ କରେ, କାରଣ ହେ ସଦାପ୍ରଭୁ ତୁମ୍ଭେ ମାେତେ ରକ୍ଷାକରି ନିରାପଦରେ ଶାଇେବାକୁ ସୁଯୋଗ ଦଇେଛ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଗୋଟିଏ କ୍ଷଣସ୍ଥାଯୀ ଜୀବନ ଦଇେଛ। ମାରେ କ୍ଷଣସ୍ଥାଯୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରେତ୍ୟକକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ୟାହାକି ଖୁବ୍ ଶୀଘ୍ର ଭାସିୟାଏ, କହେି ଚିରଦିନ ବଞ୍ଚିରହେ ନାହିଁ।
ୟପରେି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମାରେ ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।
ସେ ରାତ୍ର ଥାଉଥାଉ ଉେଠ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
ଆପଣା ବ୍ଯାପାର ଯେ ଲାଭଜନକ, ଏହା ସେ ବୁଝେ। ପୁଣି ରାତ୍ରି କାଳ ରେ ତାହାର ପ୍ରଦୀପ ଲିଭିୟାଏ ନାହିଁ।
ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।
ମୁଁ ନିଜକୁ ନିଜେ କହିଲି, ମାେତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମାେତେ କଣ ଦଇେ ପାରିବ, ମାେତେ ଦେଖିବାକୁ ଦିଅ। କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।
ତେଣୁ ସୂର୍ୟ୍ଯ ତଳେ ମୁଁ ଯେଉଁ ପରିଶଯମ ରେ ପରିଶ୍ରାନ୍ତ ହଲିେ, ସେ ସବୁ ବିଷଯ ରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହଲିେ।
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।
ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ୟିବାକୁ ଦବେ ନାହିଁ।
ମନୁଷ୍ଯ ତା'ର ନିଜ ପଟେ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥି ରେ ସନ୍ତୁଷ୍ଟ ହୁଏ ନାହିଁ, କାହିଁକି?
ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।
ଏବଂ ମୁଁ ସମାନଙ୍କେ ପାଇଁ ଶାନ୍ତିର ଚୁକ୍ତି କରିବି। ମୁଁ ବନ୍ଯ ପଶୁଗଣଙ୍କୁ ଏହି ଦେଶରୁ ତଡ଼ି ଦବେି। ତାହା ହେଲେ ସମାନେେ ନିରାପଦ ରେ ମରୁଭୂମିରେ ବାସ କରିବେ ଓ ବଣ ରେ ଶଯନ କରିବେ।
ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।