Home Bibles ଗୀତସଂହିତା 129:8 · ଓଡ଼ିଆ ବାଇବେଲ
ଗୀତସଂହିତା 129:8 · ଓଡ଼ିଆ ବାଇବେଲ

ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ। କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।

Cross references

ରୂତର ବିବରଣ 2:4

ଏହାପରେ ବୋୟଜ ବୈଥଲହମରେକ୍ସ୍ଟ ନିଜର କ୍ଷତକେକ୍ସ୍ଟ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ଯର୍ଥନା କଲା, ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତକ୍ସ୍ଟ। ସମାନେେ ଉତ୍ତର ଦେଲେ, ଏବଂ ସଦାପ୍ରଭୁ ଆପଣଙ୍କକ୍ସ୍ଟ ଆଶୀର୍ବାଦ କରନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 6:18

ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।

ଗୀତସଂହିତା 118:26

ୟାଜକମାନେ କହନ୍ତି, ୟିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ବର ଆଶୀର୍ବାଦ କରନ୍ତୁ। ଆମ୍ଭମାନେେ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।

Interlinear

Choose Theme