ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।
Cross references
କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?
ଆମ୍ଭମାନଙ୍କ ପରମେଶ୍ବର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସୀତ ଅବସ୍ଥା ରେ ଆମ୍ଭମାନଙ୍କୁ ନିଶ୍ଚିଚ ଆଶ୍ବାସନା ଦବେେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ରସ୍ଥାନ ରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦବୋକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସହେି ଜାତିମାନଙ୍କୁ ନ୍ଯାଯ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ୟେ ସମାନେେ ଶକ୍ତିଶାଳୀ ଅଟନ୍ତି।
ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।
ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।
ମାରେ ଶତ୍ରୁମାନେ ବିନା କାରଣରେ ମାେ ସହିତ ଆଉ ପରିହାସ କରିବେ ନାହିଁ। ସମାନେେ ନିଶ୍ଚଯ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହବେେ।
ସହେି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, ୟାହା ଆମ୍ଭେ ଚାହିଁଥିଲୁ ତାହା ଆମ୍ଭେ ପାଇଲୁ। ସଦାପ୍ରଭୁ, ସମାନେେ କୁହନ୍ତୁ ନାହିଁ, ଆମ୍ଭେ ତାକୁ ଧ୍ବଂସ କରିଛୁ।
ୟଦି ମୁଁ କିଛି କ ହେ, ମାରେ ଶତ୍ରୁମାନେ ମାେତେ ପରିହାସ କରିବେ। ସମାନେେ ଦେଖିବେ ୟେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସମାନେେ କହିବେ, ପରମେଶ୍ବର ମାେତେ ଦଣ୍ଡ ଦେଉଛନ୍ତି।
ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।
ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?
କୁପଥ ଦ୍ବାରା କହେି ସୁରକ୍ଷିତ ହବେ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦ ରେ ରହିବେ।