Home Bibles ଗୀତସଂହିତା 130:8 · ଓଡ଼ିଆ ବାଇବେଲ
ଗୀତସଂହିତା 130:8 · ଓଡ଼ିଆ ବାଇବେଲ

ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।

Cross references

ଗୀତସଂହିତା 103:3

ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

ଯିଶାଇୟ 44:22

ମଲଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଲଭ ମାର୍ଜନା କରିଅଛୁ। ପବନସର ମଲଘ ଚାଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତସହାଇଅଛି।ସତଣୁ ତୁମ୍ଲଭ ଆମ୍ଭ ନିକଟକୁସଫରିଆସ, କାରଣ ଆମ୍ଲଭ ତୁମ୍ଭକୁ ମୁକ୍ତ କରିଅଛୁ।'

ଯିରିମିୟ 33:8

ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।

ମାଥିଉଲିଖିତ ସୁସମାଚାର 1:21

ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।

ଲୂକଲିଖିତ ସୁସମାଚାର 1:68

ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 6:14

ପାପ ତୁମ୍ଭମନଙ୍କର ସ୍ବାମୀ ହବେ ନାହିଁ। କାରଣ ତୁମ୍ଭମାନେେ ବ୍ଯବସ୍ଥାର ବନ୍ଧନ ରେ ନୁହଁ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କ ଅନୁଗ୍ରହ ରେ ଜୀବିତ ଅଛ।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 3:5

ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।

Interlinear

Choose Theme