Home Bibles ଗୀତସଂହିତା 131:1 · ଓଡ଼ିଆ ବାଇବେଲ
ଗୀତସଂହିତା 131:1 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।

Cross references

ଗଣନା ପୁସ୍ତକ 12:3

ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

ଦିତୀୟ ବିବରଣ 17:20

ତାଙ୍କର ହୃଦଯ ଅହଙ୍କାରି ହବୋ ଉଚିତ୍ ନକ୍ସ୍ଟହଁ। ସେ ନିଯମରକ୍ସ୍ଟ ବିମକ୍ସ୍ଟଖ ହବୋ ଉଚିତ୍ ନକ୍ସ୍ଟହଁ। ନିଯମକକ୍ସ୍ଟ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତବେେ ସେ ଓ ତା'ର ଭବିଷ୍ଯତ ବଂଶଧରମାନେ ଇଶ୍ରାୟେଲ ରେ ବହକ୍ସ୍ଟଦିନ ଧରି ରାଜତ୍ବ କରିବେ।

ପ୍ରଥମ ଶାମୁୟେଲ 16:13

ଶାମକ୍ସ୍ଟଯଲେ ତୈଳ ଶିଙ୍ଗ ନଇେ ତାଙ୍କ ଭାତୃଗଣ ମଧିଅରେ ତାଙ୍କୁ ଅଭିଷକେ କଲେ। ତହିଁରେ ସହେି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହାପରେ ଶାମକ୍ସ୍ଟଯଲେ ଉଠି ରାମାକକ୍ସ୍ଟ ଗ୍ଭଲିଗଲେ।

ପ୍ରଥମ ଶାମୁୟେଲ 16:18

ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତର ଦଇେ କହିଲା, ଦେଖନ୍ତକ୍ସ୍ଟ ମୁ ବୈଥ୍ଲହମେୀଯ ୟିଶୀର ଏକ ପକ୍ସ୍ଟତ୍ରଙ୍କକ୍ସ୍ଟ ଦେଖିଅଛି। ସେ ବୀଣା ବଜାଇବା ରେ ନିପୂଣ ଓ ମହାବିକ୍ରମଶାଳୀ ୟୋଦ୍ଧା ଓ କଥା ରେ ବିଜ୍ଞ, ଆଉ ରୂପବାନ ପକ୍ସ୍ଟଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।

ପ୍ରଥମ ଶାମୁୟେଲ 16:22

ଏହାପରେ ଶାଉଲ ୟିଶୀଙ୍କକ୍ସ୍ଟ ଏକ ବାର୍ତ୍ତା ପଠାଇଲେ, ମୁ ବିନଯ କରୁଅଛି ଦାଉଦଙ୍କକ୍ସ୍ଟ ମାେ ସମ୍ମକ୍ସ୍ଟଖ ରେ ଛିଡା ହବୋକକ୍ସ୍ଟ ଦିଅ, ସେ ମାରେ ସବୋ କରିବ, କାରଣ ମୁ ତାକକ୍ସ୍ଟ ଭଲ ପାଏ।

ପ୍ରଥମ ଶାମୁୟେଲ 17:15

କିନ୍ତୁ ଦାଉଦ ଆପଣା ପିତାର ମଷେପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରକ୍ସ୍ଟ ବୈଥଲହମେକକ୍ସ୍ଟ ସମୟ ସମୟରେ ୟାଅ ଆସ କରୁଥାନ୍ତି।

ପ୍ରଥମ ଶାମୁୟେଲ 17:28

ଦାଉଦ ସହେି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜେଷ୍ଠଭ୍ରାତା ଇଲୀଯାବ ଶକ୍ସ୍ଟଣିଲା। ଇଲୀଯାବର କୋରଧ ଦାଉଦ ଉପରେ ପ୍ରଜ୍ବଳିତ ହେଲା, ଆଉ ସେ କହିଲା, ତକ୍ସ୍ଟ ଏଠାକକ୍ସ୍ଟ କାହିଁକି ଆସିଲକ୍ସ୍ଟ? ପ୍ରାନ୍ତର ରେ ତକ୍ସ୍ଟ ମେଣ୍ତାମାନଙ୍କୁ କାହା ପାଖ ରେ ଛାଡିଲକ୍ସ୍ଟ? ମୁ ତୋ ଗର୍ବ ଓ ତୋ ମନର ଦକ୍ସ୍ଟଷ୍ଟତା ଜାଣେ। କାରଣ ତକ୍ସ୍ଟ କବଳେ ୟକ୍ସ୍ଟଦ୍ଧ ଦେଖିବା ପାଇଁ ଆସିଛକ୍ସ୍ଟ।

ପ୍ରଥମ ଶାମୁୟେଲ 18:23

ଶାଉଲ ଦାସମାନେ ଏକଥା ଦାଉଦଙ୍କକ୍ସ୍ଟ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, ତୁମ୍ଭେ କ'ଣ ଭାବକ୍ସ୍ଟଛ ରାଜାଙ୍କର ଜ୍ବାଇଁ ହବୋ ଅତି ସହଜ? ମାରେ ଏତେ ଅର୍ଥ ନାହିଁ ଯାହାକି ମୁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରିପାରିବି। ମୁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମାରେଅଳ୍ପ ମାନ୍ଯ।

ଦିତୀୟ ଶାମୁୟେଲ 6:22

ମୁ ଏପରିକି ଏହାଠାରକ୍ସ୍ଟ ଆହକ୍ସ୍ଟରି ମର୍ୟ୍ଯାଦାହୀନ ଓ ନିଜକକ୍ସ୍ଟ ଅପମାନିତ କରିବି। ତା'ପରେ ତୁମ୍ଭମାନେେ ଯେଉଁ ଦାସୀମାନଙ୍କ ବିଷଯ ରେ କହିଲ, ମାେତେ ସମ୍ମାନ କରିବେ ଓ ମାେ ପାଇଁ ଗର୍ବ ଅନକ୍ସ୍ଟଭବ କରିବେ।

ଆୟୁବ ପୁସ୍ତକ 42:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।

ଗୀତସଂହିତା 78:70

ପରମେଶ୍ବର ଦାଉଦଙ୍କୁ ତାଙ୍କର ବିଶଷେ ଦାସରୂପେ ମନୋନୀତ କଲେ ଓ ମଷେ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।

ଗୀତସଂହିତା 101:5

ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।

ଗୀତସଂହିତା 122:1

ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।

ଗୀତସଂହିତା 124:1

ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।

ଗୀତସଂହିତା 133:1

ଏହା କଡ଼େେ ଭଲ ଓ ବଡ଼ ଆନନ୍ଦର କଥା ଯେତବେେଳେ ସବୁ ଭାଇମାନେ ଏକତ୍ର ଜୀବନୟାପନ କରନ୍ତି।

ଗୀତସଂହିତା 139:6

ମୁଁ ଆଶ୍ଚର୍ୟ୍ଯ ହୁଏ ୟେ, ତୁମ୍ଭେ ୟାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।

ହିତୋପଦେଶ 21:4

ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।

ଯିରିମିୟ 17:16

ମାେ ନିମନ୍ତେ ତୁମ୍ଭ ପ ରେ ଅନିଷ୍ଟ ଦେଖିବା ପାଇଁ ବଗଗୋମୀ ନ ଥିଲି କିଅବା ମୁଁ ସହେି ବିଭୀଷିକାମଯ ଦିନ ଆସୁ ବୋଲି ଚାହୁଁ ନାହିଁ। ମାେ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖ ରେ ଥିଲା।

ଯିରିମିୟ 45:5

ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ୍ ବିଷଯ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।' କାରଣ ସଦାପ୍ରଭୁ କହନ୍ତି, ' ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପ ରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ୟିବ ଆମ୍ଭେ ସେସବୁ ସ୍ଥାନ ରେ ତୁମ୍ଭର ପ୍ରାଣ ରକ୍ଷା କରିବା।'

ଆମୋଷ 7:14

ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।

ମାଥିଉଲିଖିତ ସୁସମାଚାର 11:29

ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:19

ଯିହୂଦୀମାନେ ମାେ ବିରୁଦ୍ଧ ରେ ବହୁତ ଷଡ଼ୟନ୍ତ୍ର କରିଛନ୍ତି। ସମାନେେ ମାେତେ ବହୁତ ଅସୁବିଧା ରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସବୋ କରିଛି।

ରୋମୀୟଙ୍କ ପ୍ରତି ପତ୍ର 11:33

ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 12:16

ନିଜ ଭିତ ରେ ମିଳିମିଶି ଶାନ୍ତି ରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟ ରେ ମହତ୍ତ୍ବପୂର୍ଣ୍ଣ ନୁହଁନ୍ତି, ସମାନଙ୍କେ ସହିତ ସାଙ୍ଗ ହବୋ ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:6

ଆମ୍ଭେ ଲୋକମାନଙ୍କର ପ୍ରଶଂସା ଚାହୁଁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖରୁ ବା ଅନ୍ୟମାନଙ୍କ ପାଖରୁ ପ୍ରଶଂସା ଚାହୁଁ ନାହୁଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:10

ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।

Interlinear

Choose Theme