ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।
Cross references
ହେ ଇଶ୍ରାୟେଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ବାସ କର। ସଦାପ୍ରଭୁ ହେଉଛନ୍ତି ସମାନଙ୍କେର ଶକ୍ତି ଓ ଢ଼ାଲ।
ମାତ୍ର ଆମ୍ଭମାନେେ ଆଜିଠାରୁ ଚିରକାଳ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ଧନ୍ଯବାଦ କରିବା। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କଠା ରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।
ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।