ଆମ୍ଭେ ସହେି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା। ଏପରିକି ସଠାେକାର ଗରିବମାନେ ମଧ୍ଯ ପ୍ରଚୁର ଖାଦ୍ୟ ପାଇବେ।
Cross references
ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ସବୋ କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳ ରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ରୋଗ ଦୂର କରିବା।
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ଏହି ସମସ୍ତ ଆଶୀର୍ବାଦ ତୁମ୍ଭମାନେେ ଗ୍ରହଣ କରିବ ଏବଂ ସଗେକ୍ସ୍ଟଡିକ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିବ। କାରଣ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ସ୍ବର ଶକ୍ସ୍ଟଣିଛ।
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।
ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।
ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।
ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।
କାରଣ ପରମେଶ୍ବର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ବର ପୂର୍ଣ୍ଣ କରିଛନ୍ତି।
ସେ ତୁମ୍ଭ ଦେଶକୁ ଧନଧାନ୍ଯରେ ପୂର୍ଣ୍ଣ କରନ୍ତି, ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ୟଥେଷ୍ଟ ଖାଦ୍ୟ ଅଛି।
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
ସହେି ଲୋକମାନେ ଉଚ୍ଚ ସ୍ଥାନ ରେ ବାସ କରିବେ। ସମାନେେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗ ରେ ସୁରକ୍ଷିତ ହବେେ। ସମାନଙ୍କେର ଭକ୍ଷ୍ଯ ଓ ଜଳର ଅଭାବ ରହିବ ନାହିଁ।
ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।
ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।
ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ଯ, କାରଣ ସମାନେେ ସଂମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।
ତା'ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ୟିବାକୁ କହିଲେ। ସେ ସାତ ଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧିଅରେ ବାଣ୍ଟି ଦବୋକୁ ଶିଷ୍ଯମାନଙ୍କୁ ଦେଲେ। ସମାନେେ ସଇେଆ କଲେ।
ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।
ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।