ଗୀତସଂହିତା 132:3 · ଓଡ଼ିଆ ବାଇବେଲ
ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ୟ୍ଯନ୍ତ ସର୍ବଶକ୍ତିମାନ ୟାକୁବର ପରମେଶ୍ବରଙ୍କ ପାଇଁ ଏକ ତମ୍ବୁ କରିବି।
Cross references
ଉପଦେଶକ 9:10
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
ହଗୟ 1:4
ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।
ମାଥିଉଲିଖିତ ସୁସମାଚାର 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।