Home Bibles ଗୀତସଂହିତା 132:8 · ଓଡ଼ିଆ ବାଇବେଲ
ଗୀତସଂହିତା 132:8 · ଓଡ଼ିଆ ବାଇବେଲ

ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

Cross references

ଗଣନା ପୁସ୍ତକ 10:35

ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,

ଗଣନା ପୁସ୍ତକ 10:36

ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,

ଦିତୀୟ ବଂଶାବଳୀ 6:41

ହେ ସଦାପ୍ରଭୁ ପରମେଶ୍ବର, ବର୍ତ୍ତମାନ ଜାଗ୍ରତ ହୁଅ, ନିଯମ-ସିନ୍ଦୁକ ଯାହାକି ତୁମ୍ଭର ଶକ୍ତି ପ୍ରଦର୍ଶନ କରେ, ତୁମ୍ଭର ସହେି ବିଶଷେ ସ୍ଥାନକୁ ଆସ। ତୁମ୍ଭର ଯାଜକଗଣ ପରିତ୍ରାଣ ଦ୍ବାରା ସଜ୍ଜିତ ହୁଅନ୍ତୁ। ତୁମ୍ଭର ସତ୍ ଅନୁଗାମୀଗଣ, ଏହି ସମସ୍ତ ଉତ୍ତମ ବିଷଯ ରେ ଆନନ୍ଦିତ ହୁଅନ୍ତୁ।

ଗୀତସଂହିତା 68:1

ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

ଗୀତସଂହିତା 78:61

ସେ ତାଙ୍କର ଶକ୍ତିର ପ୍ରତୀକକୁ କରାଯତ୍ତ କରିବା ପାଇଁ ଦେଲେ। ସେ ତାଙ୍କର ଗୌରବର ପ୍ରତୀକକୁ ଶତ୍ରୁମାନଙ୍କ ଦ୍ବାରା ନଇଗେଲେ।

Interlinear

Choose Theme