Home Bibles ☰ Books ଗୀତସଂହିତା 135:10 · ଓଡ଼ିଆ ବାଇବେଲ
ଗୀତସଂହିତା 135:10 · ଓଡ଼ିଆ ବାଇବେଲ

ପରମେଶ୍ବର ଅନକେ ଗୋଷ୍ଠୀକୁ ପରାସ୍ତ କଲେ। ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ଯା କଲେ।

Cross references

ଗଣନା ପୁସ୍ତକ 21:24

ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।

ଗଣନା ପୁସ୍ତକ 21:35

ଏଣୁ କହେି ଅବଶିଷ୍ଟ ନ ରହିବା ପର୍ୟ୍ଯନ୍ତ ସମାନେେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସମାନେେ ତାହାର ରାଜ୍ଯ ଅଧିକାର କଲେ।

ଗୀତସଂହିତା 44:2

ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ଯକୁ ସମାନଙ୍କେଠାରୁ ଛଡ଼ାଇ ନଇେ ତାହା ଆମ୍ଭମାନଙ୍କୁ ଦଇେଅଛ। ତୁମ୍ଭେ ସହେି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସମାନଙ୍କେୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ଯ କରିଛ।

ଗୀତସଂହିତା 136:17

ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Interlinear

Choose Theme