ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ତାଙ୍କ ନାମର ପ୍ରଶଂସାଗାନ କର, କାରଣ ଏହା ଆନନ୍ଦ ଆଣେ।
Cross references
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।
ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କର ଧନ୍ଯବାଦ କର, କାରଣ ସେ ଉତ୍ତମ !ତାଙ୍କର ପ୍ରମେ ଅନନ୍ତକାଳସ୍ଥାଯୀ !
ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।
ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମଯ ପରମେଶ୍ବର ଅଟନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ହେ ପରମେଶ୍ବର, ତୁମ୍ଭେ ମଙ୍ଗଳମଯ, ତୁମ୍ଭେ ମଙ୍ଗଳ କର। ମାେତେ ତୁମ୍ଭର ନିଯମସବୁ ଶିଖାଅ।
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଲୋକମାନେ ତୁମ୍ଭର ମହାନ୍ ଉତ୍ତମତା ବିଷଯରେ କୁହନ୍ତୁ ଓ ସମାନେେ ତୁମ୍ଭ ଧାର୍ମିକତା ବିଷଯରେ ଗାନ କରନ୍ତୁ।
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !କାରଣ ଆମ୍ଭର ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ପ୍ରଶଂସା ଗାନ କରିବା ଉତ୍ତମ !ପରମେଶ୍ବରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମ ନୋହର ଅଟେ।
ଯୀଶୁ ସେ ଲୋକକୁ ପଚ଼ାରିଲେ, ଭଲ କାମ ବିଷୟ ରେ ମାେତେ କାହିଁକି ପଚ଼ାରୁଛ? ଭଲ ତ କବଳେ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ବର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଚ଼ାହୁଁଛ, ତବେେ ଆଦେଶଗୁଡ଼ିକ ପାଳନ କର।