ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Cross references
ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେଏପରିକି ଫାରୋଙ୍କର ପ୍ରଥମ ଜାତ ପୁତ୍ର ଚକି ପଷେଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତ ମାନେ ମଧ୍ଯ ମରିବୋ
ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।
ମଧ୍ଯରାତ୍ର ରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ।
ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ଯା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।
ଏବଂ ପରମେଶ୍ବର ସମାନଙ୍କେ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ଯା କଲେ ଓ ସେ ସମାନଙ୍କେର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
ପରମେଶ୍ବର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ଯ ଓ ପଶୁଗଣଙ୍କୁ ହତ୍ଯା କଲେ।
ପରମେଶ୍ବର କହିଲେ, ' ଯେଉଁମାନେ ସମାନଙ୍କେୁ ଦାସ କରି ରଖିଛନ୍ତି, ମୁଁ ସମାନଙ୍କେୁ ଦଣ୍ଡ ଦବେି। ତା'ପରେ ସମାନେେ ସଠାରୁେ ଆସି ଏହିସ୍ଥାନ ରେ ମାେତେ ପୂଜା କରିବେ।'
ମାଶାେ ନିସ୍ତାର ଭୋଜି321 (ପର୍ବ) କରି ଦ୍ବାର ମାନଙ୍କ ରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ଯୁର ଦୂତ ଯେପରି ମରି ପାରିବେ ନାହିଁ, ସେଥିପାଇଁ ମାଶାେ ଏପରି କଲେ। ମାଶାଙ୍କେର ବିଶ୍ବାସ ଥିବାରୁ ସେ ଏପରି କଲେ।