Home Bibles ☰ Books ଗୀତସଂହିତା 136:24 · ଓଡ଼ିଆ ବାଇବେଲ
ଗୀତସଂହିତା 136:24 · ଓଡ଼ିଆ ବାଇବେଲ

ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Cross references

ଯାତ୍ରା ପୁସ୍ତକ 15:13

କିନ୍ତୁ ତୁମ୍ଭେ ଦୟା ରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗଇେ ନଲେ। ତୁମ୍ଭେ ଆପଣା ପରାକ୍ରମ ରେ ସମାନଙ୍କେୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନଇେ ୟାଇଛ।

ଦିତୀୟ ବିବରଣ 15:15

ମନରେଖ, ଯେ ତୁମ୍ଭମାନେେ ମିଶର ଦେଶ ରେ ସଐୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ଏଥିପାଇଁ ମୁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।

ନିହିମିୟା 9:27

ଏଣୁ ତୁମ୍ଭେ ସମାନଙ୍କେୁ ବିପକ୍ଷଗଣ ହସ୍ତ ରେ ସମର୍ପଣ କରିବାରୁ ସମାନେେ ସମାନଙ୍କେୁ କ୍ଲେଶ ଦେଲେ। ମାତ୍ର କ୍ଲେଶ ସମୟରେ, ସମାନେେ ତୁମ୍ଭଠା ରେ ସାହାୟ୍ଯ ପାଇଁ ଚିତ୍କାର କଲେ ଏବଂ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆପଣାର ବହୁବିଧ ଦୟାନୁସା ରେ ସମାନଙ୍କେୁ ଉଦ୍ଧାର କତ୍ତୁର୍ଗଣ ଦଲେ। ସମାନେେ ବିପକ୍ଷଗଣ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।

ଗୀତସଂହିତା 107:2

ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।

ହିତୋପଦେଶ 23:10

ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।

ଯିଶାଇୟ 63:9

ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।

ଲୂକଲିଖିତ ସୁସମାଚାର 1:68

ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Interlinear

Choose Theme