କିନ୍ତୁ ଆମ୍ଭମାନେେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରିପାରିବା।
Cross references
କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।
ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।
ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି ? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ ?'
ପ୍ରାଚୀନବର୍ଗ ନଗରଦ୍ବାର ରେ ଆଉ ବସୁ ନାହାଁନ୍ତି ଓ ୟୁବକମାନେ ଆପଣା ସଂଗୀତରୁ ନିବୃତ୍ତ ହାଇେଅଛନ୍ତି।
ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନବୈେଦ୍ଯ ଉତ୍ସର୍ଗ କରିବେ ନାହିଁ। ସମାନେେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସମାନଙ୍କେର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧ ରେ ଖାଦ୍ୟ ଭକ୍ଷଣ ପରି ହବେ। ଯେ ଏହାକୁ ଭକ୍ଷଣ କରିବ ସେ ଅପବିତ୍ର ହବେ। ସମାନଙ୍କେର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ ନାହିଁ। ସମାନେେ ନିଜେ ସହେି ରୋଟୀକୁ ଭକ୍ଷଣ କରିବେ।
ପୁଣି ମନ୍ଦିର ଗୀତ ଦୁଃଖପୂର୍ଣ୍ଣ ମୃତ୍ଯୁକାଳୀନ ସଙ୍ଗୀତ ରେ ପରିଣତ ହବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଲେ: ସବୁ ସ୍ଥାନ ରେ ମୃତ ଶରୀର ପଡିରହିବ। ନୀରବ ରେ ଲୋକମାନେ ସହେି ଶବଗୁଡିକୁ ନଇେ ଏକ ସ୍ଥାନ ରେ ପକାଇବେ।