Home Bibles ☰ Books ଗୀତସଂହିତା 137:5 · ଓଡ଼ିଆ ବାଇବେଲ
ଗୀତସଂହିତା 137:5 · ଓଡ଼ିଆ ବାଇବେଲ

ହେ ୟିରୁଶାଲମ, ୟଦି ମୁଁ ତୁମ୍ଭକୁ ଭୁଲେ, ତବେେ ମାରେ ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶାରେି ଯାଉ।

Cross references

ନିହିମିୟା 1:2

ମୁଁ ଯେତବେେଳେ ଶୂଶନ ରେ ଥିଲି, ମାରେ ଭାଇମାନଙ୍କ ମଧ୍ଯରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସମାନଙ୍କେୁ ବନ୍ଦୀତ୍ବରୁ ଫରେି ଆସିଥିବା ଅବଶିଷ୍ଟ ୟିହୁଦୀଯମାନଙ୍କ ବିଷଯ ରେ ଓ ୟିରୁଶାଲମ ବିଷଯ ରେ ପଗ୍ଭରିଲି।

ନିହିମିୟା 2:2

ଏଥି ରେ ରାଜା ମାେତେ ପଚାରିଲେ, ତୁମ୍ଭେ କ'ଣ ପୀଡିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡୁଛ? ମୁଁ ଭାବୁଛି ତୁମ୍ଭର ହୃଦଯ ଦୁଃଖପୂର୍ଣ୍ଣ ଅଛି।

ଗୀତସଂହିତା 84:1

ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।

ଗୀତସଂହିତା 84:10

ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।

ଗୀତସଂହିତା 102:13

ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।

ଗୀତସଂହିତା 122:5

ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।

ଯିଶାଇୟ 62:1

ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ଯାଯ ଓ ତାହାର ପରିତ୍ରାଣ ଜ୍ବଳନ୍ତ ପ୍ରଦୀପର ନ୍ଯାଯ ୟିରୁଶାଲମ ରେ ପ୍ରକଟ ନ ହାଇେଛି, ସେ ପର୍ୟ୍ଯନ୍ତ ଆମ୍ଭେ ତା ନିମନ୍ତେ ବିଶ୍ରାମ ନବୋ ନାହିଁ। ପ୍ରଭାତ ରେ ଦୀପ୍ତି ଲାଭ କରିବା ପରି ମୁଁ ୟିରୁଶାଲମ ରେ ବିଜଯ ଚା ହେଁ।

ଯିଶାଇୟ 62:6

ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।

ଯିରିମିୟ 51:50

ହେ ଖଡ୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭମାନେେ ଚାଲିୟାଅ, ସ୍ଥିର ହାଇେ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ୟିରୁଶାଲମକୁ ମନେ ପକାଅ।

ଦାନିଏଲ 6:10

ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।

ଯିଖରିୟ 11:17

ଯେ ଅ ଯୋଗ୍ଯ ମଷେପାଳକ, ସେ ପଲକୁ ତ୍ଯାଗ କରେ। ତାକୁ ଧ୍କ୍! ଖଡ୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚଯ ଶୁଷ୍କ ହବେ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚଯ ଅନ୍ଧ ହାଇଯେିବ।

Interlinear

Choose Theme