ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
Cross references
ତା'ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନା ରେ କହିଲେ,
ସଦାପ୍ରଭୁଙ୍କର ସହେି ପ୍ରତିଜ୍ଞା ଆଜି ସଫଳ ହାଇେଛି, କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସା ରେ ମୁଁ ଆପଣା ପିତା ଦାଉଦଙ୍କର ପଦ ରେ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହଲିେ ଓ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ନାମର ସମ୍ମାନାର୍ଥେ ସହେି ମନ୍ଦିର ନିର୍ମାଣ କଲି।
ତୁମ୍ଭେ ଆପଣାର ସବେକ, ମାରେ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ। ଆଉ ତୁମ୍ଭେ ନିଜ ମୁଖ ରେ ଯାହା ପ୍ରତିଜ୍ଞା କରିଥିଲ, ଏହା ସତ୍ଯ କରିବା ପାଇଁ ତୁମ୍ଭେ ଆଜି ତୁମ୍ଭର ମହାନ ଶକ୍ତିବଳ ରେ ତାହା ପୂରଣ କରିଛ।
ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ' ମାରେ ନାମ' ସଠାେରେ ସମ୍ମାନ୍ବିତ ହବେ। ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିର ରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।
କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ୟୋଗୁ। ମୁଁ ନିଶ୍ଚଯ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସହେି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।
ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଆକାଶଠାରୁ ମହୀଯାନ୍। ତୁମ୍ଭର ବିଶ୍ବସ୍ତତା ଆକାଶର ବାଦଲଠାରୁ ଗରୀଯାନ୍।
ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ବରଙ୍କ ଉପରେ ନିର୍ଭର କରେ, ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାେତେ କ'ଣ କରିପାରିବେ ?
ମୁଁ ପରମେଶ୍ବରଙ୍କ ବାକ୍ଯର ପ୍ରଶଂସା କରିବି। ସଦାପ୍ରଭୁ ମାେତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।
ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।
ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
ସଦାପ୍ରଭୁ ନିଜର ଶିକ୍ଷା ବ୍ଯବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।
ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।
ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।
ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।