Home Bibles ଗୀତସଂହିତା 138:3 · ଓଡ଼ିଆ ବାଇବେଲ
ଗୀତସଂହିତା 138:3 · ଓଡ଼ିଆ ବାଇବେଲ

ହେ ପରମେଶ୍ବର, ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକିଲି। ତୁମ୍ଭେ ମାେତେ ଉତ୍ତର ଦଲେ !ତୁମ୍ଭେ ମାେତେ ସାହାସୀ ଏବଂ ଶକ୍ତ କଲ।

Cross references

ପ୍ରଥମ ଶାମୁୟେଲ 30:6

ଯେତେ ଲୋକ ସେ ସୈନ୍ଯ ଦଳ ରେ ଥିଲେ ସମସ୍ତେ ଦକ୍ସ୍ଟଃଖ ଓ କୋର୍ଧି ଥିଲେ, କାରଣ ସମାନଙ୍କେର ପିଲାମାନେ ବନ୍ଦୀ ହାଇେ ୟାଇଥିଲେ। ଲୋକମାନେ ଦାଉଦକକ୍ସ୍ଟ ପଥର ରେ ମାରିବାକକ୍ସ୍ଟ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକକ୍ସ୍ଟ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କଠା ରେ ସବଳ କଲେ।

ଗୀତସଂହିତା 18:6

ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।

ଗୀତସଂହିତା 27:14

ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଗୀତସଂହିତା 28:7

ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 29:11

ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।

ଗୀତସଂହିତା 34:4

ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।

ଗୀତସଂହିତା 34:5

ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ବୀକାର କରାୟିବ। ଏଥିରେ ଲଜ୍ଜିତ ହବୋର କିଛି ନାହିଁ।

ଗୀତସଂହିତା 34:7

ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସମାନଙ୍କେ ପାଖରେ ଥାଆନ୍ତି, ସେ ସମାନଙ୍କେୁ ଉଦ୍ଧାର କରନ୍ତି।

ଗୀତସଂହିତା 63:8

ମୁଁ ତୁମ୍ଭଠାରେ ଲାଗିରହେ। ତୁମ୍ଭର ଡ଼ାହାଣ ହସ୍ତ ମାେତେ ସମର୍ଥନ କରେ।

ଗୀତସଂହିତା 77:1

ମୁଁ, ସ୍ବର ସହିତ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ବରଙ୍କ ଠାରେ କ୍ରନ୍ଦନ କରିବି ୟେ, ସେ ମାେ ଗୁହାରି ପ୍ରତି କର୍ଣ୍ଣପାତ କରିବେ।

ଯିଶାଇୟ 12:2

ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।

ଯିଶାଇୟ 40:29

ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।

ଯିଶାଇୟ 41:10

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

ଯିଶାଇୟ 65:24

ପୁଣି ସମାନେେ ଡ଼ାକିବା ପୂର୍ବରୁ ଆମ୍ଭେ ଉତ୍ତର ଦବୋ ଓ ସମାନେେ କଥା କହୁ କହୁ ଆମ୍ଭେ ଶୁଣିବା।

ଯିରିମିୟଙ୍କ ବିଳାପ 3:57

ଯେଉଁଦିନ ମୁଁ ତୁମ୍ଭ ଛାମୁ ରେ ପ୍ରାର୍ଥନା କଲି, ସଦେିନ ତୁମ୍ଭେ ନିକଟବର୍ତ୍ତୀ ହେଲ ଓ କହିଲ, ଭୟ କର ନାହିଁ।

ଦାନିଏଲ 10:18

ସେତବେେଳେ ମନୁଷ୍ଯାକୃତି ଜଣେ ବ୍ଯକ୍ତି ପୁନର୍ବାର ମାେତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହଲିେ।

ଦାନିଏଲ 10:19

ପୁଣି ସେ କହିଲେ, ' ହେ ଦାନିୟେଲ, ପରମେଶ୍ବର ତୁମ୍ଭକୁ ଅତ୍ଯଧିକ ପ୍ ରମେ କରନ୍ତି, ତୁମ୍ଭେ ଭୟ କରନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।'

ଯିଖରିୟ 10:12

ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:8

ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।

ଏଫିସୀୟଙ୍କ ପ୍ରତି ପତ୍ର 3:16

ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।

ଏଫିସୀୟଙ୍କ ପ୍ରତି ପତ୍ର 6:10

ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:13

ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।

କଲସୀୟଙ୍କ ପ୍ରତି ପତ୍ର 1:11

ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।

ପିତରଙ୍କ ପ୍ରଥମ ପତ୍ 5:10

ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।

Interlinear

Choose Theme