ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
Cross references
କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।
ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
କିନ୍ତୁ ବିପଦ ସହେି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚଯ ବିନଷ୍ଟ କରିବ। ଉତ୍ତମ ବ୍ଯକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦବେେ।
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।
ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।
ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।
ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।