Home Bibles ଗୀତସଂହିତା 140:12 · ଓଡ଼ିଆ ବାଇବେଲ
ଗୀତସଂହିତା 140:12 · ଓଡ଼ିଆ ବାଇବେଲ

ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।

Cross references

ପ୍ରଥମ ରାଜାବଳୀ 8:45

ସେତବେେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନଙ୍କେୁ ଫଳ ଦିଅ।

ପ୍ରଥମ ରାଜାବଳୀ 8:49

ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଓ ବିନତି ଶୁଣ ଓ ସମାନଙ୍କେୁ ସମର୍ଥନ କର।

ଗୀତସଂହିତା 9:4

ତୁମ୍ଭେ ହେଉଛି ସବୁଠାରୁ ବିଚାରବନ୍ତ। ତୁମ୍ଭେ ସିଂହାସନରେ ବିଚାରପତିର ଆସନ ଅଳଙ୍କୃତ କରି ବସୁଛ। ହେ ସଦାପ୍ରଭୁ, ତୁମ୍ଭେ ମାେ କଥା କର୍ଣ୍ଣପାତ କର ଓ ତା'ପରେ ମାେ ପାଇଁ ନିଷ୍ପତ୍ତି ନଲେ।

ଗୀତସଂହିତା 10:17

ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

ଗୀତସଂହିତା 12:3

ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।

ଗୀତସଂହିତା 12:4

ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।

ଗୀତସଂହିତା 22:24

କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।

ଗୀତସଂହିତା 35:10

ସେତବେେଳେ ମାରେ ସମ୍ପୂର୍ଣ୍ଣ ଶରୀର କହିବ, ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କହେି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତାଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛନ୍ତି, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଚାହୁଁଥିଲେ।

ଗୀତସଂହିତା 72:4

ରାଜା ଧନହୀନ ଲୋକମାନଙ୍କ ପ୍ରତି ନ୍ଯାଯକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।

ଗୀତସଂହିତା 72:12

ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।

ଗୀତସଂହିତା 102:17

ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।

ହିତୋପଦେଶ 22:22

ଦରିଦ୍ର ଲୋକଠାରୁ ଚୋରି କରିବା ଅତି ସହଜ କିନ୍ତୁ ଏପରି କର ନାହିଁ। ଏବଂ ସହେି ଦରିଦ୍ର ଲୋକମାନଙ୍କୁ ନ୍ଯାଯରୁ ବଞ୍ଚିତ କର ନାହିଁ।

ହିତୋପଦେଶ 23:10

ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।

ଯିଶାଇୟ 11:4

ସେ ସାଧୁ ଓ ନିରପେକ୍ଷ ରହିବେ, ଯେତବେେଳେ ଗରୀବ ଏବଂ ଅସହାୟ ଲୋକଙ୍କର ବିଚାର କରୁଥିବେ। ସେ ଯେତବେେଳେ ଲୋକଙ୍କୁ ଦଣ୍ଡ ଦବୋକୁ ସ୍ଥିର କରିବ, ସେତବେେଳେ ସମାନେେ ଦଣ୍ଡିତ ହବେେ।

ଯିରିମିୟ 22:16

ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହାକି ଆମ୍ଭକୁ ଜ୍ଞାତ ହବୋର ନୁହେଁ ?

ମାଥିଉଲିଖିତ ସୁସମାଚାର 11:5

ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

Interlinear

Choose Theme