Home Bibles ଗୀତସଂହିତା 140:13 · ଓଡ଼ିଆ ବାଇବେଲ
ଗୀତସଂହିତା 140:13 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।

Cross references

ଆୟୁବ ପୁସ୍ତକ 36:6

ଦୁଷ୍ଟ ଲୋକଙ୍କୁ ବଞ୍ଚିବା ପାଇଁ ପରମେଶ୍ବର ଅନୁମତି ନବେେ ନାହିଁ। ପରମେଶ୍ବର ଦରିଦ୍ର ଲୋକମାନଙ୍କ ପ୍ରତି ସଦା ନ୍ଯାଯଶୀଳ।

ଗୀତସଂହିତା 11:7

କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।

ଗୀତସଂହିତା 16:11

ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।

ଗୀତସଂହିତା 23:6

ନିଶ୍ଚଯ ଧାର୍ମିକତା, ମଙ୍ଗଳ ଓ ଦୟା ମାରେ ଅବଶିଷ୍ଟ ଜୀବନର ପଶ୍ଚାତ୍ଗାମୀ ହବେ। ମୁଁ ଶଷେରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 32:11

ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।

ଗୀତସଂହିତା 35:10

ସେତବେେଳେ ମାରେ ସମ୍ପୂର୍ଣ୍ଣ ଶରୀର କହିବ, ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କହେି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତାଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛନ୍ତି, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଚାହୁଁଥିଲେ।

ଗୀତସଂହିତା 73:24

ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।

ଗୀତସଂହିତା 97:12

ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।

ହିତୋପଦେଶ 22:23

ସଦାପ୍ରଭୁ ସମାନଙ୍କେ ପକ୍ଷ ରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସମାନଙ୍କେ ଦ୍ରବ୍ଯ ଅପହରଣ କରିବେ, ସେ ସମାନଙ୍କେର ପ୍ରାଣ ଅପହରଣ କରିବେ।

ଯିଶାଇୟ 3:10

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

ଯୋହନଲିଖିତ ସୁସମାଚାର 14:3

ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।

ଯୋହନଲିଖିତ ସୁସମାଚାର 17:24

ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:17

ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହବୋ। ଆମ୍ଭକୁ ମେଘମାଳା ଭିତରକୁ ନିଆୟିବ ଓ ସଠାେରେ ବାଯୁମଣ୍ଡଳ ରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:14

ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:24

ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।

Interlinear

Choose Theme