ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।
Cross references
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।
ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।
ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ବାକୁ ଭଲ ପାଉଛ।
ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
ସାପୁଆକଳୋମାନଙ୍କର ବାଦ୍ଯ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ। ଆଉ ସହେି ମନ୍ଦ ଲୋକମାନେ ସହେିପରି, ଯେତବେେଳେ ସମାନେେ ସମାନଙ୍କେର ମନ୍ଦ ଯୋଜନା କରନ୍ତି।
ହେ ମାରେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଅନ୍ଯାଯକାରୀ ଓ ନିର୍ଦ୍ଦଯ ଲୋକ ହାତରୁ ମାେତେ ରକ୍ଷା କର।
ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।