ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।
Cross references
ମୁଁ ସଦାପ୍ରଭୁଙ୍କୁ କହିଅଛି, ସଦାପ୍ରଭୁ ତୁମ୍ଭେ ମାରେ ପ୍ରଭୁ। ମାରେ ୟାହା କିଛି ମଙ୍ଗଳମଯ ସେ ସବୁ ତୁମ୍ଭ କୃପାରୁ।
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।
ହେ ସଦାପ୍ରଭୁ, ମାରେ ଡ଼ାକ ଶୁଣ। ମାେତେ ଉତ୍ତର ଦିଅ ଓ ମାେ ପ୍ରତି ସଦଯ ହୁଅ।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।
ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ। ତୁମ୍ଭେ ହିଁ ମାରେ ପରମେଶ୍ବର।
ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
ମାରେ ହୃଦଯ ସ୍ଥିର ଅଟେ। ପରମେଶ୍ବର ମାରେ ହୃଦଯ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
ହେ ପରମେଶ୍ବର, ମାହେର ଅଭିଯୋଗ ଶୁଣ। ମାେ ଶତ୍ରୁମାନେ ମାେତେ ଭୟଭୀତ କରିଛନ୍ତି। ସମାନଙ୍କେଠାରୁ ମାରେ ଜୀବନ ରକ୍ଷା କର।
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।
ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।
ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମାରେ କର୍ତ୍ତବ୍ଯ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
ମାରେ ଚତୁଃପାଶର୍ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ : ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।
ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।
ତେଣୁ ମାରେ ଅନ୍ତର କହୁଛି, ସଦାପ୍ରଭୁ ମାରେ ପରମେଶ୍ବର ମୁଁ ତାଙ୍କଠା ରେ ବିଶ୍ବାସ ରଖିବି।
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'