ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତବେେଳେ ମୁଁ ଡ଼ାକୁଛି ସେତବେେଳେ ତୁମ୍ଭେ ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର। ୟଥା ଶୀଘ୍ର ମାେତେ ସାହାୟ୍ଯ କର।
Cross references
କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ତୁମ୍ଭେ ହିଁ ମାରେ ଶକ୍ତି, ଶୀଘ୍ର ମାେତେ ସାହାୟ୍ଯ କର।
ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ଅନୁଗ୍ରହ କରି ମାେତେ ଉଦ୍ଧାର କର। ହେ ସଦାପ୍ରଭୁ ଶୀଘ୍ର ଆସ ଓ ମାେତେ ସାହାୟ୍ଯ କର।
ତୁମ୍ଭର ଦାସପ୍ରତି ମୁହଁ ଫରୋଅ ନାହିଁ। ମୁଁ ବିପଦରେ ପଡ଼ିଛି, ମାେତେ ଶୀଘ୍ର ଉତ୍ତର କର।
ଲୋକମାନେ ମାେତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସମାନଙ୍କେୁ ନିରାଶ ଓ ଅପମାନିତ କର ! ଲୋକମାନେ ମାରେ କ୍ଷତି କରିବା ପାଇଁ ଚାହୁଁଛନ୍ତି। ମୁଁ ଆଶାକରେ ତାଙ୍କୁ ଲଜ୍ଜା ଦଇେ ବିଦାକର।
ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର ! ହେ ପରମେଶ୍ବର !ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।
ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।
ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।