Home Bibles ☰ Books ଗୀତସଂହିତା 142:3 · ଓଡ଼ିଆ ବାଇବେଲ
ଗୀତସଂହିତା 142:3 · ଓଡ଼ିଆ ବାଇବେଲ

ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।

Cross references

ଆୟୁବ ପୁସ୍ତକ 23:10

ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।

ଗୀତସଂହିତା 1:6

କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।

ଗୀତସଂହିତା 17:3

ତୁମ୍ଭେ ମାରେ ହୃଦଯର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମାେ ସହିତ ଥିଲ। ତୁମ୍ଭେ ମାେତେ ପ୍ରଶ୍ନ କରିଛ ଏବଂ ମାଠାେରେ କିଛି ଭୁଲ ଦେଖିନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।

ଗୀତସଂହିତା 22:14

ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।

ଗୀତସଂହିତା 31:4

ମାରେ ଶତ୍ରୁମାନେ ମାେ ସମ୍ମୁଖରେ ଏକ ୟନ୍ତା ବସାଇଛନ୍ତି। ସମାନଙ୍କେ ସହେି ୟନ୍ତାରୁ ମାେତେ ଉଦ୍ଧାର କର। ତୁମ୍ଭେ ମାରେ ନିରାପଦ ସ୍ଥଳ।

ଗୀତସଂହିତା 35:7

ମୁଁ କୌଣସି ଭୁଲ କାର୍ୟ୍ଯ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସମାନେେ ମାେତେ ୟନ୍ତାରେ ପକାଇବାକୁ ଉଦ୍ଯମ କରିଥିଲେ।

ଗୀତସଂହିତା 56:6

ସମାନେେ ମାେତେ ହତ୍ଯା କରିବାର ଆଶା ନଇେ ଲୁଚି ରହନ୍ତି ଓ ମାରେ ପ୍ରେତ୍ୟକକ ଗତିବିଧି ଲକ୍ଷ୍ଯ କରନ୍ତି।

ଗୀତସଂହିତା 61:2

ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।

ଗୀତସଂହିତା 62:9

ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।

ଗୀତସଂହିତା 77:3

ମୁଁ ପରମେଶ୍ବରଙ୍କୁ ସ୍ମରଣ କରି, ମୁଁ ତାଙ୍କୁ ମାରେ ଅନୁଭୂତି କହିବାକୁ ଚେଷ୍ଟା କରିଛି। କିନ୍ତୁ ମୁଁ ପାରୁ ନାହିଁ।

ଗୀତସଂହିତା 102:1

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।

ଗୀତସଂହିତା 102:4

ମାରେ ଶକ୍ତିସବୁ ଶଷେ ହାଇୟୋଇଛି। ମୁଁ ୟପରେି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରଇେଅଛି।

ଗୀତସଂହିତା 139:2

ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।

Interlinear

Choose Theme