ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ। ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
Cross references
ଏହାପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିଯମସିନ୍ଦୁକ ସମ୍ମୁଖ ରେ ଛାଡ଼ି ଚାଲିଗଲେ। ଦାଉଦ ସମାନଙ୍କେୁ ପ୍ରତିଦିନ ତାହା ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଛାଡ଼ି ଗଲେ।
ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
ରାଜା ଦୀର୍ଘଜୀବି ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ବର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ନିରନ୍ତର ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନକରି ତାହାଙ୍କ ନାମର ଧନ୍ଯବାଦ କର। ତାଙ୍କର ଶକ୍ତି ପରିତ୍ରାଣ ବିଷଯରେ, ପ୍ରତିଦିନ ସୁ-ସମାଚାର ଶୁଣାଅ।
ତୁମ୍ଭର ୟଥାର୍ଥ ବିଚାର ପାଇଁ, ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।
ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।