ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି !ସମୁଦାଯ ପ୍ରାଣୀ ଅନନ୍ତକାଳ ତାଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
Cross references
ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କବେେ ନୀରବରେ ବସି ରହିବି ନାହିଁ। ତଣେୁ ସବୁବେଳେ କହେି ନା କହେି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସଦାପ୍ରଭୁ ସିଯୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସଠାେରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହବେ।
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।
ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ଯର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।
ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।