Home Bibles ☰ Books ଗୀତସଂହିତା 145:5 · ଓଡ଼ିଆ ବାଇବେଲ
ଗୀତସଂହିତା 145:5 · ଓଡ଼ିଆ ବାଇବେଲ

ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।

Cross references

ଆଦି ପୁସ୍ତକ 24:63

ପୁଣି ସଂନ୍ଧ୍ଯା ସମୟରେ ଧ୍ଯାନ କରିବାକୁ କ୍ଷେତ୍ରକୁ ୟାଇଥିଲେ। ଇସ୍ହାକ ଉପରକୁ ଚାହିଁଲା ଦେଖିଲା ଦୂରରୁ ଓଟମାନେ ଆସୁଛନ୍ତି।

ଦିତୀୟ ବିବରଣ 32:3

ମୁ ସଦାପ୍ରଭୁ ନାମ ପ୍ରଗ୍ଭର କରିବି, ତୁମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରତି ମହିମା ଆରୋପ କର।

ପ୍ରଥମ ବଂଶାବଳୀ 16:9

ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।

ଗୀତସଂହିତା 40:9

ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ଗୀତସଂହିତା 66:3

ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!

ଗୀତସଂହିତା 71:17

ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।

ଗୀତସଂହିତା 71:24

ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 96:3

ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।

ଗୀତସଂହିତା 104:1

ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମହାନ୍। ତୁମ୍ଭେ ସମ୍ଭ୍ରମ ଓ ଐଶ୍ଚର୍ୟ୍ଯରେ ବିଭୂଷିତ।

ଗୀତସଂହିତା 105:2

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନ କର। ତାଙ୍କର ପ୍ରଚାରିତ କର। ତାହାଙ୍କ ଦ୍ବାରା କରାୟାଇଥିବା ଆଶ୍ଚର୍ୟ୍ଯ କ୍ରିଯା ବିଷଯରେ କୁହ।

ଗୀତସଂହିତା 111:3

ପରମେଶ୍ବର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ୟ୍ଯଜନକ କାର୍ୟ୍ଯମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାଯୀ।

ଗୀତସଂହିତା 119:27

ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମାେତେ ବୁଝିବା ପାଇଁ ସାହାୟ୍ଯ କର। ତବେେ ମୁଁ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ଗଭୀରତମ ଭାବିବି।

Interlinear

Choose Theme