ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।
ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।
କିନ୍ତୁ ମଣିଷ ଯେତବେେଳେ ମରିୟାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସପରେି ଶଷେ ନିଶ୍ବାସ ନିଏ ଏବଂ ତା'ପରେ ସେ କେଉଁଠା ରେ ?
ଯଦି ତା'ର ସନ୍ତାନଗଣ ସମ୍ମାନିତ ହୁଅନ୍ତି, ସେ ଆଦୌ ଜାଣେ ନାହିଁ। ଯଦି ତା'ର ସନ୍ତାନଗଣ ହତାଦର ହୁଅନ୍ତି, ସେ ତାହା ଦେଖିପା ରେ ନାହିଁ।
ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।
ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।
ଯେ ପର୍ୟ୍ଯନ୍ତ ମାେ ଶରୀର ରେ ପ୍ରାଣ ଅଛି ଏବଂ ଯେ ପର୍ୟ୍ଯନ୍ତ ପରମେଶ୍ବର ପ୍ରଦତ୍ତ ନିଶ୍ବାସ ବାଯୁ ମାେ ନାକରୁ ନିର୍ଗତ ହେଉଛି।
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।
ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶଷେରେ ତୁମ୍ଭେ ସମାନଙ୍କେୁ ଧୂଳିରେ ପରିଣତ କରିଛ।
ଏବଂ ତୁମ୍ଭେ ଯେତବେେଳେ ସମାନଙ୍କେର ବିମୁଖ ହୁଅ ସମାନେେ ଭୟଭୀତ ହୁଅନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେର ନିଃଶ୍ବାସ ପ୍ରଶ୍ବାସ ନଇୟୋଅ, ସମାନେେ ଦୁର୍ବଳ ଓ ମୃତ୍ଯୁ ହାଇେ ୟାଆନ୍ତି, ପୁଣି ସମାନଙ୍କେ ଶରୀର ଧୂଳିରେ ପରିଣତ ହୁଏ।
ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।
ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।
ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।