ପରମେଶ୍ବର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି। ତାଙ୍କର ବାକ୍ଯସବୁ ଅତିଶୀଘ୍ର ପାଳନ କରାୟାଏ।
Cross references
କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
ପରମେଶ୍ବର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀ ରେ ଭ୍ରମଣ କରିବା ପାଇଁ। ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।
କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।
ତୁମ୍ଭର ଲୋକମାନେ ଉତ୍ତମ ଖବର ଘୋଷଣା କରିବାକୁ ବାହାରି ଗଲେ।
ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।
ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।
ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।
ତା'ପରେ ଯୀଶୁ ସନୋପତିଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ। ଠିକ୍ ସହେି ସମୟରେ ତାହାଙ୍କର ଦାସ ସୁସ୍ଥ ହାଇଗେଲା।
ଭାଇ ଓ ଭଉଣୀମାନେ ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।