ସଦାପ୍ରଭୁଙ୍କୁ ଗୀତରେ ଧନ୍ଯବାଦ ଦିଅ। ବୀଣାୟନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରଶଂସା କର।
Cross references
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
ହେ ଧରଣୀର ରାଜ୍ଯଗୁଡ଼ିକ, ପରମେଶ୍ବରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସାଗାନ କର।
ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ ପରିତ୍ରାଣର ଶୈଳ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କରିବା, ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।
ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।