Home Bibles ଗୀତସଂହିତା 148:11 · ଓଡ଼ିଆ ବାଇବେଲ
ଗୀତସଂହିତା 148:11 · ଓଡ଼ିଆ ବାଇବେଲ

ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।

Cross references

ଗୀତସଂହିତା 2:10

ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 66:1

ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!

ଗୀତସଂହିତା 68:31

ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।

ଗୀତସଂହିତା 72:10

ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଗୀତସଂହିତା 86:9

ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।

ଗୀତସଂହିତା 102:15

ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।

ଗୀତସଂହିତା 138:4

ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତବେେଳେ ସମାନେେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।

ହିତୋପଦେଶ 8:15

ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।

ଯିଶାଇୟ 49:23

ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।

ଯିଶାଇୟ 60:3

ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:24

ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।

Interlinear

Choose Theme