ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କ
Cross references
ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।
ତୁମ୍ଭେ ୟଦି ମାେତେ ସାହାୟ୍ଯ ନ କର ଶଷେରେ ସିଂହ ଦ୍ବାରା ଧରା ପଡ଼ିଥିବା ପଶୁଟି ପରି ମାରେ ଅବସ୍ଥା ହବେ। ମାେତେ ସମାନେେ ବୋହି ନଇେଯିବେ। ସେତବେେଳେ କହେି ମାେତେ ରକ୍ଷା କରିବାକୁ ନ ଥିବେ।
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।
ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।
ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।
ହେ ସଦାପ୍ରଭୁ, ମାରେ ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତଣେୁ ମାେତେ ନିରାଶ କର ନାହିଁ।
ହେ ପରମେଶ୍ବରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସହେି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ଯବହାର କରନ୍ତି। ସେ ସହେିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି ଯେଉଁମାନେ ଦଣ୍ଡର ଅଧିକାରୀ।
ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।
ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।
ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।
ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।
ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।