Home Bibles ଗୀତସଂହିତା 17:1 · ଓଡ଼ିଆ ବାଇବେଲ
ଗୀତସଂହିତା 17:1 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଥରେ ଶୁଣ ଓ ମାେତେ ନ୍ଯାଯ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ବରରେ ଡ଼ାକୁ ଅଛି। ୟେ ହତେୁ ମୁଁ ନିଷ୍କପଟ, ତଣେୁ ୟାହା ମୁଁ କହୁଛି, ଦୟାକରି ମାରେ ପ୍ରାର୍ଥନାକୁ ଗ୍ରହଣ କର।

Cross references

ଦିତୀୟ ଶାମୁୟେଲ 22:24

ମୁ ତାଙ୍କ ସମ୍ମକ୍ସ୍ଟଖ ରେ ନିଜକକ୍ସ୍ଟ ଶକ୍ସ୍ଟଦ୍ଧ ଓ ନିର୍ମଳ ରେଖ।

ଦିତୀୟ ବଂଶାବଳୀ 7:15

ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହବେ ଓ ଏହି ସ୍ଥାନ ରେ ଯେଉଁସବୁ ପ୍ରାର୍ଥନା କରାୟିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ଯାନପୂର୍ବକ ଶୁଣିବ।

ନିହିମିୟା 1:6

ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।

ଆୟୁବ ପୁସ୍ତକ 16:17

ମୁଁ ଜୀବନ ରେ କାହାପ୍ରତି ନିଷ୍ଠୁର ଆଚରଣ କରିନାହିଁ ତଥାପି ଏହିସବୁ ଅମଙ୍ଗଳ ମାେତେ ଘଟିଲା। ମାରେପ୍ରାର୍ଥନା ନିର୍ମଳ ଓ ପବିତ୍ର ଅଟେ।

ଗୀତସଂହିତା 5:2

ହେ ମାରେ ପରମେଶ୍ବର ଓ ରାଜା ମାରେ ପ୍ରାର୍ଥନା ଶୁଣ।

ଗୀତସଂହିତା 7:8

ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।

ଗୀତସଂହିତା 18:20

ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

ଗୀତସଂହିତା 18:44

ସହେି ଲୋକମାନେ ମାେ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମାେତେ ମାନିବେ। ସହେି ବିଦେଶୀମାନେ ମାେତେ ଦେଖି ଭୟଭୀତ ହବେେ।

ଗୀତସଂହିତା 43:1

ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।

ଗୀତସଂହିତା 54:4

ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।

ଗୀତସଂହିତା 55:2

ଦୟାକରି ମାରେ କଥା ଶୁଣ ଓ ମାେତେ ଉତ୍ତର ଦିଅ। ମାେତେ ତୁମ୍ଭକୁ କହିବାକୁ ଦିଅ ଏବଂ ତୁମ୍ଭଙ୍କୁ କହିବି, ୟାହା ମାେତେ ବ୍ଯତିବ୍ଯସ୍ତ କରେ।

ଗୀତସଂହିତା 55:18

ସେ ୟୁଦ୍ଧରେ ମାରେ ଜୀବନ ରକ୍ଷା କରିଛନ୍ତି। ଯେତବେେଳେ ବହୁତ ଲୋକ ମାେ ବିରୁଦ୍ଧରେ ଥିଲେ।

ଗୀତସଂହିତା 61:1

ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।

ଗୀତସଂହିତା 61:2

ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।

ଗୀତସଂହିତା 66:19

ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।

ଗୀତସଂହିତା 84:9

ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।

ଗୀତସଂହିତା 86:1

ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।

ଗୀତସଂହିତା 86:6

ହେ ସଦାପଭ୍ରୁ, ମାରେ ପ୍ରାର୍ଥନା ଶୁଣ। ହୃଦଯ ସହକାରେ ମାରେ କରୁଣାମଯ ପ୍ରାର୍ଥନା ଶୁଣ।

ଗୀତସଂହିତା 88:3

ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।

ଗୀତସଂହିତା 102:2

ହେ ସଦାପ୍ରଭୁ, ମାରେ ସଙ୍କଟ କାଳରେ ମାରେ ନିକଟକୁ ବିମୁଖ ହୁଅ ନାହିଁ। ମାେ ପ୍ରତି କର୍ଣ୍ଣପାତ କର। ଯେତବେେଳେ ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କରେ ଶୀଘ୍ର ମାେତେ ଉତ୍ତର ଦିଅ।

ଗୀତସଂହିତା 140:12

ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।

ଗୀତସଂହିତା 142:1

ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।

ଗୀତସଂହିତା 142:6

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

ଗୀତସଂହିତା 143:1

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।

ଗୀତସଂହିତା 145:18

ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।

ଯିଶାଇୟ 29:13

ମାରେ ପ୍ରଭୁ କୁହନ୍ତି, ସମାନଙ୍କେର ମୁଖ ସହିତ ଏହି ଲୋକମାନେ ମାେ ପାଖକୁ ଆସନ୍ତି। ସମାନେେ ନିଜର ଓଷ୍ଠାଧାର ରେ ମାରେ ସମ୍ମାନ କରନ୍ତି। ମାତ୍ର ପ୍ରକୃ ରେ ସମାନେେ ମାଠାରୁେ ବହୁତ ଦୂ ରଇେ ରହନ୍ତି। ମାେ ପ୍ରତି ସମାନଙ୍କେର ଭୟ ଓ ପ୍ ରମେ ଅନ୍ୟ କିଛି ନୁହେଁ, କିନ୍ତୁ କବଳେ ମାନବିକ ଶିକ୍ଷା ଓ େ ବେଳବେଳେ ଉପଦେଶ।

ଯିରିମିୟ 3:10

ଏସବୁ ସତ୍ତ୍ବେ ଇଶ୍ରାୟେଲର ବିଶ୍ବାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କବଳେ ଛଳନା କଲା। ଏହା ସଦାପ୍ରଭୁ କହନ୍ତି।

ଦାନିଏଲ 9:18

ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।

ମାଥିଉଲିଖିତ ସୁସମାଚାର 15:8

ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।

ଯୋହନଲିଖିତ ସୁସମାଚାର 1:47

ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 3:21

ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ବରଙ୍କ ଛାମୁ ରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।

Interlinear

Choose Theme