ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।
Cross references
ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।
ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କୋର୍ଧ ପ୍ରକାଶ କର। ମାରେ ଶତ୍ରୁମାନେ କୋର୍ଧିତ ତଣେୁ ସମାନଙ୍କେ ସମ୍ମୁଖରେ ରହି ସମାନଙ୍କେ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମାେ ପକ୍ଷରେ ଜାଗ୍ରତ ହୁଅ ଓ ନ୍ଯାଯ ବିଚାର କର।
ପରମେଶ୍ବର ହେଉଛନ୍ତି ଧର୍ମମଯ ବିଚାରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ୟ୍ଯ ପାଇଁ କୋର୍ଧ କରନ୍ତି।
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ।
ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।
ମାରେ ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶାଇେ ରହିଛ ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିୟାଅ ନାହିଁ।
ହେ ପରମେଶ୍ବର, ଜାଗ୍ରତ ହୁଅ। ଆମ୍ଭକୁ ସାହାୟ୍ଯ କର। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ହତେୁ ଆମ୍ଭମାନଙ୍କୁ ଉଦ୍ଧାର କର।
ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମାେତେ ସାହାୟ୍ଯ କରିବ ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମାେ ସହିତ ଠିଆ ହବେ ?
ହେ ସଦାପଭ୍ରୁ, ତୁମ୍ଭର କାର୍ୟ୍ଯ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିଯମ ଭାଙ୍ଗିଛନ୍ତି।
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।
ସଦାପ୍ରଭୁ ଓ ତାଙ୍କର ଏହି ସୈନ୍ଯବାହିନୀ ବହୁଦୂର ଦେଶରୁ ଆସିବେ। ସମାନେେ ଦିଗନ୍ତ ବାହାରୁ ଆସିବେ। ଏହି ସୈନ୍ଯବାହିନୀକୁ ସଦାପ୍ରଭୁ ତାଙ୍କର ଅସ୍ତ୍ରସ୍ବରୂପ ବ୍ଯବହାର କରିବେ ଓ ତାଙ୍କ କୋରଧଭାବ ପ୍ରକାଶ କରିବେ। ଏହି ବାହିନୀ ସମଗ୍ର ଦେଶକୁ ଧ୍ବଂସ କରିବେ।'
ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।
ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।