Home Bibles ☰ Books ଗୀତସଂହିତା 17:4 · ଓଡ଼ିଆ ବାଇବେଲ
ଗୀତସଂହିତା 17:4 · ଓଡ଼ିଆ ବାଇବେଲ

ମୁଁ ୟଥାସାଧ୍ଯ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।

Cross references

ଆଦି ପୁସ୍ତକ 6:5

ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

ଆଦି ପୁସ୍ତକ 6:11

ପରମେଶ୍ବର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଚ଼ାରିତା ହାଇେଅଛି। ସମସ୍ତ ସ୍ଥାନ ରେ ଅତ୍ଯାଚ଼ାର ଥିଲା,

ପ୍ରଥମ ଶାମୁୟେଲ 26:9

କିନ୍ତୁ ଦାଉଦ ଅବୀଶଯକକ୍ସ୍ଟ କହିଲେ, ଶାଉଲଙ୍କକ୍ସ୍ଟ ମାର ନାହିଁ। ଯେ କୌଣସି ଲୋକ ଯବେେ ସଦାପ୍ରଭୁଙ୍କ ଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ବଧ କରିବ ତାଙ୍କୁ ପ୍ରଭକ୍ସ୍ଟ ଦଣ୍ତ ଦବେେ।

ପ୍ରଥମ ଶାମୁୟେଲ 26:11

କିନ୍ତୁ ମୁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମାେତେ ତାଙ୍କଦ୍ବାରା ବଛା ୟାଇଥିବା ରାଜାଙ୍କକ୍ସ୍ଟ ଆଘାତ କରିବାକୁ ନଦିଅନ୍ତକ୍ସ୍ଟ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରକ୍ସ୍ଟ ବର୍ଚ୍ଛା ଓ ଜଳପାତ୍ର ନଇେଆସ, ତା'ପରେ ଆମ୍ଭମାନେେ ୟିବା।

ଆୟୁବ ପୁସ୍ତକ 15:16

ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।

ଆୟୁବ ପୁସ୍ତକ 31:33

ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।

ଗୀତସଂହିତା 14:1

ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।

ଗୀତସଂହିତା 119:9

ତୁମ୍ଭର ବାକ୍ଯାନୁୟାଯୀ କିପରି ଜଣେ ୟୁବକ ତା'ର ଜୀବନକୁ ପବିତ୍ର କରିପାରିବ ?

ହିତୋପଦେଶ 2:10

ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।

ମାଥିଉଲିଖିତ ସୁସମାଚାର 4:4

ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3

ମାଥିଉଲିଖିତ ସୁସମାଚାର 4:7

ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:

ମାଥିଉଲିଖିତ ସୁସମାଚାର 4:10

ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

ଯୋହନଲିଖିତ ସୁସମାଚାର 17:17

ତେଣୁ ତୁମ୍ଭେ ତୁମ୍ଭର ସତ୍ଯ ଦ୍ବାରା ସମାନଙ୍କେୁ ତୁମ୍ଭର ମବୋ ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ଯ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:3

ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।

ଏଫିସୀୟଙ୍କ ପ୍ରତି ପତ୍ର 6:17

ପରମେଶ୍ବର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ର ଆତ୍ମାଙ୍କ ଖଡ୍ଗ ଗ୍ରହଣ କର, ସହେି ଖଡ୍ଗ ହେଉଛି ପରମେଶ୍ବରଙ୍କ ଉପଦେଶ।

ଯାକୁବଙ୍କ ପତ୍ 1:18

ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

Interlinear

Choose Theme