Home Bibles ଗୀତସଂହିତା 17:6 · ଓଡ଼ିଆ ବାଇବେଲ
ଗୀତସଂହିତା 17:6 · ଓଡ଼ିଆ ବାଇବେଲ

ମୁଁ ଯେତବେେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମାେତେ ଉତ୍ତର ଦିଅ। ତଣେୁ ବର୍ତ୍ତମାନ ମାରେ କଥା ଶୁଣ।

Cross references

ଗୀତସଂହିତା 4:4

ୟଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶାଇେବାକୁ ୟିବା ପୂର୍ବରୁ ସହେି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।

ଗୀତସଂହିତା 13:3

ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

ଗୀତସଂହିତା 55:16

ମୁଁ ପରମେଶ୍ବରଙ୍କଠାରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମାେତେ ରକ୍ଷା କରିବେ।

ଗୀତସଂହିତା 66:19

ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।

ଗୀତସଂହିତା 86:7

ସଦାପ୍ରଭୁ, ମାରେ ବିପଦକାଳରେ ମୁଁ ତୁମ୍ଭକୁ ଡ଼ାକିବି। ମୁଁ ଜାଣେ ତୁମ୍ଭେ ଉତ୍ତର ଦବେ।

ଗୀତସଂହିତା 88:2

ମାରେ ପ୍ରାର୍ଥନା ପ୍ରତି ଟିକେ ଧ୍ଯାନ ଦିଅ। ମାେ ପ୍ରତି ଦୟାକରି, ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର।

ଗୀତସଂହିତା 116:2

ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।

ଯିଶାଇୟ 37:17

ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦଇେ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖାଲିେ ଦେଖ। ପୁଣି ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ସନ୍ ହରେୀବ ଯାହା କିଛି ପଠାଇଛି, ତାହାର ସହେି ସବୁକଥା ଶୁଣ।

ଯିଶାଇୟ 37:20

ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।

ଦାନିଏଲ 9:17

ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।

Interlinear

Choose Theme