ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ। ଯେଉଁମାନେ କି ମାେତେ ଧ୍ବଂସ କରିବାକୁ ଚାହୁଁଛନ୍ତି। ମାରେ ଚାରିକଡ଼ରେ ଥିବା ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ରକ୍ଷା କର। ଯେଉଁମାନେ ମାେତେ ଆଘାତ କରିବାକୁ ଚାହୁଁଛନ୍ତି।
Cross references
ଶାଉଲ ପର୍ବତର ଏକ ପାଶର୍ବକକ୍ସ୍ଟ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସହେି ପର୍ବତର ଅନ୍ୟ ଏକ ପାଖକକ୍ସ୍ଟ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରକ୍ସ୍ଟ ଶିଘ୍ର ଦୌଡି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କକ୍ସ୍ଟ ଧରିବା ନିମନ୍ତେ ପର୍ବତର ଚତକ୍ସ୍ଟଃପାଶର୍ବ ରେ ଘରେି ୟାଇଥିଲେ।
ଦେଖ, ମାେ ହାତ ରେ ଥିବା ଲକ୍ସ୍ଟଗା ଖଣ୍ତକକ୍ସ୍ଟ। ମୁ ଏହାକକ୍ସ୍ଟ ତକ୍ସ୍ଟମ୍ଭ ଲକ୍ସ୍ଟଗା ଧଡିରକ୍ସ୍ଟ କାଟିଅଛି। ମୁ ତୁମ୍ଭକୁ ମାରି ପାରିଥାନ୍ତି କିନ୍ତୁ ମୁ ମାରି ନାହିଁ। ମୁ ତୁମ୍ଭକୁ ବର୍ତ୍ତମାନ ବକ୍ସ୍ଟଝିବାକକ୍ସ୍ଟ ଦେଉଛି। ମୁ ତୁମ୍ଭକୁ ଜଣାଇ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛି ଯେ ମୁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନଥିଲି। ମୁ ତକ୍ସ୍ଟମ୍ଭ ପ୍ରତି କବେେ ଅନ୍ଯାଯ କରି ନାହିଁ। କିନ୍ତୁ ତୁମ୍ଭେ ମାେତେ ଆଘାତ କରିଛ ଏବଂ ମାରିବାକକ୍ସ୍ଟ ମଧ୍ଯ ଗ୍ଭହିଁଛ।
ଆମ୍ଭେ ଆମ୍ଭର ଲୋକ ଇଶ୍ରାୟେଲକୁ ଏହି ସ୍ଥାନ ଦଇେଅଛୁ। ସମାନେେ ବୃକ୍ଷ ରୋପଣ କରିବେ ଓ ସହେି ବୃକ୍ଷସବୁର ତଳେ ଶାନ୍ତି ରେ ବସିବେ। ସମାନେେ ଆଉ କୌଣସି ବିଷଯ ରେ ଚିନ୍ତିତ ହବେେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସମାନଙ୍କେୁ ଆଘାତ କରିବେ ନାହିଁ।
ଏହା ୟଦି ସତ୍ଯ ନୁହେଁ ତାହା ହେଲେ ମାେତେ ଶାସ୍ତି ଦିଅ। ମାରେ ଶତ୍ରୁ ମାେ ପଛରେ ଗୋଡ଼ାଇ ମାେତେ ଧରି ମାରି ଦେଉ। ମାରେ ଜୀବନକୁ ଭୂମିରେ ଦଳି ପକାଉ। ମାରେ ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
ଦୁଷ୍ଟ ଲୋକମାନେ ଏକତ୍ରୀତ ହାଇେ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଚାହାଁନ୍ତି। ସହେି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସହେି ଉତ୍ତମ ଲୋକଙ୍କୁ ଲୁଚାଇ ରଖି ସମାନଙ୍କେୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସମାନଙ୍କେୁ ଆପଣା ଆଶ୍ରଯ ସ୍ଥଳରେ ରକ୍ଷାକର।
କିଛି ଲୋକ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି। ସମାନଙ୍କେୁ ନିରାଶ କର ଓ ସମାନଙ୍କେୁ ଲଜ୍ଜିତ କର। ସମାନଙ୍କେୁ ଘଉଡ଼ାଇ ଦିଅ। ସହେି ଲୋକମାନେ ମାେତେ ବଧ କରିବାକୁ ଯୋଜନା କରୁଥିଲେ ସମାନଙ୍କେୁ ପରାସ୍ତ କର ଓ ହତୋତ୍ସାହ କର।
ମୁଁ କୌଣସି ଭୁଲ କାର୍ୟ୍ଯ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସମାନେେ ମାେତେ ୟନ୍ତାରେ ପକାଇବାକୁ ଉଦ୍ଯମ କରିଥିଲେ।
ମୁଁ କବଳେ ଭଲ କାର୍ୟ୍ଯ କରିଛି। କିନ୍ତୁ ସହେି ଲୋକମାନେ ମାେ ବିରୁଦ୍ଧରେ କବଳେ ମନ୍ଦ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ଦୟାକରି ମାେତେ କବଳେ ଭଲ ଜିନିଷ ଦିଅ, ୟାହା ମାରେ ପ୍ରାପ୍ଯ ଅଟେ।