ସଦାପ୍ରଭୁ ଉର୍ଦ୍ଧ୍ବରୁ ହସ୍ତ ବଢ଼ାଇ ମାେତେ ଉଦ୍ଧାର କଲେ। ସେ ମାେତେ ସହେି ଗଭୀର ଜଳରୁ ହାତ ବଢ଼ାଇ ଟକେି ଆଣିଲେ।
Cross references
ସହେି ଶିଶୁଟି ବଢିବାକୁ ଲାଗିଲା ଏବଂ କିଛି ଦିନ ପରେ ସହେି ସ୍ତ୍ରୀ ଲୋକଟି ରାଜକନ୍ଯାକୁ ସହେି ଶିଶୁଟିକୁ ଫରୋଇ ଦଲୋ। ରାଜକନ୍ଯା ସହେି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମାଶାେ ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।
ସଦାପ୍ରଭୁ ଉର୍ଦ୍ଧରକ୍ସ୍ଟ ମାେତେ ହସ୍ତ ବଢାଇ ଉଦ୍ଧାର କଲେ। ସଦାପ୍ରଭୁ ସହେି ଗଭୀର ଜଳରକ୍ସ୍ଟ ହାତ ବଢାଇ ମାେତେ ଟକେି ଆଣିଲେ।
ଯେଉଁମାନେ ମାେ ବିରୁଦ୍ଧରେ ଲାଗିଛନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ସହେି ସବୁ ରାଜ୍ଯର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସମାନେେ ମାରେ ସବୋ କରିବେ।
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।
ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।
ସେ ସ୍ବର୍ଗରୁ ମାେତେ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମାେତେ ଆକ୍ରମଣ କରନ୍ତି, ସେ ସମାନଙ୍କେୁ ଲଜ୍ଜିତ କରନ୍ତି। ପରମେଶ୍ବର ତାଙ୍କର ସ୍ବର୍ଗୀଯ ପ୍ରମେ ଓ ବିଶ୍ବସ୍ତ ମଙ୍ଗଳ ପ୍ରଦାନ କରନ୍ତି।
ସଦାପ୍ରଭୁ ସ୍ବର୍ଗରୁ ଓହ୍ଲାଇ ଆସ ଏବଂ ମାେତେ ରକ୍ଷା କର। ମାେତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମାେତେ ବିଦେଶୀମାନଙ୍କଠାରୁ ରକ୍ଷା କର।
ସମୁଦ୍ର ଜଳ ମାେ ଉପର ଦଇେ ପ୍ରବାହିତ ହେଲା। ସମୁଦ୍ର ପାଣି ମାରେ ପାଟି ଉପର ଦଇେ ପ୍ରବାହିତ ହେଲା ଯାହା ଫଳ ରେ ମୁଁ ନିଃଶ୍ବାସ ନଇେ ପାରୁନଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମାେତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମାରେ ମୁଣ୍ତ ଗ୍ଭରିପଟେ ଆବୃତ ହେଲା।
ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।
ତା'ପରେ ସେ ସ୍ବର୍ଗଦୂତ ମାେତେ କହିଲେ, ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ଯା ବସୁଥିବାର ଦେଖିଲ, ସହେି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।