Home Bibles ଗୀତସଂହିତା 18:2 · ଓଡ଼ିଆ ବାଇବେଲ
ଗୀତସଂହିତା 18:2 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।

Cross references

ଯାତ୍ରା ପୁସ୍ତକ 15:2

ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।

ଦିତୀୟ ଶାମୁୟେଲ 22:3

ସେ ମାରେ ପରମେଶ୍ବର, ଶୈଳସ୍ବରୂପ, ମୁ ତାଙ୍କ ପାଖକକ୍ସ୍ଟ ଆଶ୍ରଯ ପାଇଁ ଦୌଡିବି, ପରମେଶ୍ବର ମାରେ ଢାଲ, ତାଙ୍କର ଶକ୍ତି ମାେତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମାରେଆଶ୍ରଯ ସ୍ଥାନ, ମାରେନିରାପଦ ସ୍ଥାନ, ଉଚ୍ଚ ଦକ୍ସ୍ଟର୍ଗ, ସେ ମାେତେ ଦକ୍ସ୍ଟଷ୍ଟମାନଙ୍କର ଦୌରାତ୍ମରକ୍ସ୍ଟ ରକ୍ଷା କରନ୍ତି।

ଗୀତସଂହିତା 19:14

ହେ ସଦାପ୍ରଭୁ, ମୁଁ ଆଶା କରୁଛି ମାରେ କଥା ଓ ଭାବନା ନିଶ୍ଚଯ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମାରେ ଦୃଢ଼ ବିଶ୍ବାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କବଳେ ମାରେ ରକ୍ଷାକର୍ତ୍ତା ଅଟ।

ଗୀତସଂହିତା 28:1

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।

ଗୀତସଂହିତା 59:11

ହେ ପରମେଶ୍ବର, ସମାନଙ୍କେୁ କବଳେ ହତ୍ଯା କର ନାହିଁ। ହୁଏତ ମାରେ ଲୋକମାନେ ପାଶୋରି ୟାଇପାରନ୍ତି। ହେ ମାରେ ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସମାନଙ୍କେୁ ଛିନ୍ନଭିନ୍ନ କର ଓ ପରାସ୍ତ କର।

ଗୀତସଂହିତା 62:2

ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।

ଗୀତସଂହିତା 62:7

ମାରେ ଗୌରବ ଓ ବିଜଯ ପରମେଶ୍ବରଙ୍କଠାରୁ ଆସେ। ସେ ମାରେ ଦୃଢ଼ ଦୁର୍ଗ। ପରମେଶ୍ବର ହିଁ ମାରେ ନିରାପଦ ସ୍ଥାନ।

ଗୀତସଂହିତା 75:10

ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।

ଗୀତସଂହିତା 91:2

ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।

ଗୀତସଂହିତା 91:4

ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।

ଗୀତସଂହିତା 116:1

ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

ଗୀତସଂହିତା 132:17

ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା। ଆମ୍ଭେ ଆପଣା ବଚ୍ଛାୟାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କବେେ ହେଲେ ନିବୃତ୍ତ କରିବା ନାହିଁ।

ଗୀତସଂହିତା 144:2

ସେ ମାେତେ ସ୍ନହେ କରନ୍ତି ଏବଂ ରକ୍ଷା କରନ୍ତି। ସେ ମାରେ ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମାେତେ ଉଦ୍ଧାର କରନ୍ତି। ସେ ମାରେ ଢ଼ାଲ, ସେ ହେଉଛନ୍ତି ମାେ ଆଶ୍ରଯସ୍ଥଳ। ସଦାପ୍ରଭୁ ମାରେ ଲୋକମାନଙ୍କୁ ଶାସନ କରିବାରେ ମାେତେ ସାହାୟ୍ଯ କରନ୍ତି।

ହିତୋପଦେଶ 2:7

ସେ ସତ୍ ଲୋକଙ୍କ ପାଇଁ ତତ୍ତ୍ବଜ୍ଞାନ ସଞ୍ଚଯ କରନ୍ତି। ସେ ନିରୀହ ଲୋକମାନଙ୍କର ଢ଼ାଲ ସ୍ବରୂପ ଅଟନ୍ତି।

ହିତୋପଦେଶ 18:10

ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।

ଯିଶାଇୟ 32:2

ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।

ଯିରିମିୟ 16:19

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

ଏବ୍ରୀ 2:13

ସେ ଆହୁରି କହନ୍ତି :

Interlinear

Choose Theme