Home Bibles ଗୀତସଂହିତା 18:40 · ଓଡ଼ିଆ ବାଇବେଲ
ଗୀତସଂହିତା 18:40 · ଓଡ଼ିଆ ବାଇବେଲ

ତୁମ୍ଭେ ମାେତେ ସୁଯୋଗ ଦଇେଛ, ମାରେ ଶତ୍ରୁମାନଙ୍କୁ ଧରିବା ପାଇଁ ଓ ମୁଁ ମାରେ ଶତ୍ରୁମାନଙ୍କୁ ଧ୍ବଂସ କରିଅଛି।

Cross references

ଏଷ୍ଟର ବିବରଣ 9:1

ଅଦର ନାମକ ଦ୍ବାଦଶ ମାସ ରେ ତ୍ରଯୋଦଶ ଦିନ ରେ ରାଜା ଆଜ୍ଞା ଓ ନିଯମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁଦିନ ୟିହୁଦୀଯମାନଙ୍କ ଶତୃଗଣ ସମାନଙ୍କେ ଉପରେ କତ୍ତୁର୍ତ୍ବ କରିବାକୁ ଅପେକ୍ଷା କରିଥିଲେ। ସହେିଦିନ ଏପରି ବିପରୀତ ଘଟଣା ହେଲା, ଯେ ୟିହୁଦୀଯମାନେ ନିଜର ଘୃଣାକାରୀମାନଙ୍କ ଉପରେ କତ୍ତୁର୍ତ୍ବ କଲେ।

ଗୀତସଂହିତା 21:12

ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।

ଗୀତସଂହିତା 94:23

ପରମେଶ୍ବର ସହେି ଅଧର୍ମୀ ବିଚାରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦବେେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଧ୍ବଂସ କରିବେ।

Interlinear

Choose Theme