ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାଯମାନ ହେଲେ।
Cross references
ସୀନଯ ପର୍ବତ ଧୂଆଁ ରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୁଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନ ରେ ପର୍ବତ ରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।
ମାଶାେ କହିଲେ, ସଦାପ୍ରଭୁ ପର୍ବତ ରେ ଅଗ୍ନି ଓ ମେଘ ଓ ଘାରେ ଅନ୍ଧାର ମଧ୍ଯରକ୍ସ୍ଟ ତୁମ୍ଭମାନଙ୍କର ସମସ୍ତ ସମାଜପ୍ରତି ଏହି ସମସ୍ତ ବାକ୍ଯ ଉଚ୍ଚସ୍ବର ରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦକ୍ସ୍ଟଇଖଣ୍ତ ପ୍ରସ୍ତର ପଟା ରେ ଲେଖି ମାେତେ ଦେଲେ।
ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
0ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକକ୍ସ୍ଟ ଓହ୍ଲାଇ ଆସିଲେ। ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।
ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।
ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
ଦେଖ, ସଦାପ୍ରଭୁ ଅତ୍ଯନ୍ତ କୋରଧ ରେ ପ୍ରଜ୍ଜ୍ବଳିତ ଅଗ୍ନିଧରି ସମାନଙ୍କେୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାଯୁ ତୁଲ୍ଯ ହବେ।
ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।
ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:
ଦ୍ବିପ୍ରହର ବାଳକୁ ସମଗ୍ର ଦେଶ ଉପରେ ଅନ୍ଧକାର ମାଡି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବଳେ ପର୍ୟ୍ଯନ୍ତ ରହିଲା।
ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।
ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327
କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।