Home Bibles ଗୀତସଂହିତା 19:1 · ଓଡ଼ିଆ ବାଇବେଲ
ଗୀତସଂହିତା 19:1 · ଓଡ଼ିଆ ବାଇବେଲ

ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।

Cross references

ଆଦି ପୁସ୍ତକ 1:6

ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!

ଆଦି ପୁସ୍ତକ 1:14

ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।

ଆୟୁବ ପୁସ୍ତକ 28:27

ସହେି ସମୟରେ ପରମେଶ୍ବର ଜ୍ଞାନକୁ ଦେଖିଲେ ଏହାକୁ ଘାଷେଣା କଲେ। ପରମେଶ୍ବର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।

ଗୀତସଂହିତା 8:3

ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।

ଗୀତସଂହିତା 33:6

ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।

ଗୀତସଂହିତା 50:6

ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।

ଗୀତସଂହିତା 115:16

ସ୍ବର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ଯ ସନ୍ତାନଗଣଙ୍କୁ ପୃଥିବୀ ଦଇେଛନ୍ତି।

ଗୀତସଂହିତା 148:3

ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର ! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।

ଗୀତସଂହିତା 150:1

ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।

ଯିଶାଇୟ 40:22

ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।

ଯିରିମିୟ 10:11

ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'

ଦାନିଏଲ 12:3

ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।

ରୋମୀୟଙ୍କ ପ୍ରତି ପତ୍ର 1:19

ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି।

Interlinear

Choose Theme