ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।
Cross references
ଏବଂ ସହେି ଲୋକଟି ତାଙ୍କୁ କହିଲା, ତୁମ୍ଭର ନାମ କ'ଣ?
ଅନନ୍ତର ଇଶ୍ରାୟେଲ ଯୋଷଫଙ୍କେୁ ଆଶୀର୍ବାଦ କରି କହିଲେ,
ଏହାପରେ ମାଶାେ ପରମେଶ୍ବରଙ୍କୁ କହିଲେ, ଯଦି ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ନିକଟକୁ ୟାଇ କ ହେ, 'ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ମାେତେ ପଠାଇଛନ୍ତି,' ଏହାପରେ ଲୋକମାନେ ଯଦି ମାେତେ ପଚାରନ୍ତି, 'ତାଙ୍କର ନାମ କ'ଣ?' ମୁଁ ତାଙ୍କୁ କ'ଣ କହିବି?
ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।
ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
ପରମେଶ୍ବର କହନ୍ତି, ମାରେ ଅନୁସରଣକାରୀଗଣ, ମାେ ଚତୁଃପାଶର୍ବରେ ଏକତ୍ରୀତ ହୁଅ। ମାରେ ଉପାସକଗଣ, ଯେଉଁମାନେ ମାେ ସହିତ ଚୁକ୍ତି କଲ, ତୁମ୍ଭମାନେେ ଆସ।
ହେ ପରମେଶ୍ବର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିପାରିବେ ନାହିଁ।
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।
ହେ ସଦାପ୍ରଭୁ, ୟଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମାେତେ ଜୀବିତ ରଖ। ୟଦି ମାରେ ଶତ୍ରୁଗଣ ତବେେ ମାେ ଉପରେ କୋର୍ଧ କରନ୍ତି, ତୁମ୍ଭେ ସମାନଙ୍କେଠାରୁ ମାେତେ ବଞ୍ଚାଅ।
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।
ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।
ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।