ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।
Cross references
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।
ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
ଯେତବେେଳେ ସମାନେେ ମାଠାରୁେ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ, ମାରେ ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ବଂସ ହେଲେ।
ସଦାପ୍ରଭୁ ଆପଣା ବାଣ ପ୍ରଯୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସମାନେଙ୍ଖୁ ଉଚ୍ଛନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ'ଣ ସବୁ ଘଟୁଛି।
ତୁମ୍ଭେ ମାେତେ ସୁଯୋଗ ଦଇେଛ, ମାରେ ଶତ୍ରୁମାନଙ୍କୁ ଧରିବା ପାଇଁ ଓ ମୁଁ ମାରେ ଶତ୍ରୁମାନଙ୍କୁ ଧ୍ବଂସ କରିଅଛି।
ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନଇଗେଲେ।
ମୁଁ ଜାଣେ କେତବେେଳେ ମୁଁ ସାହାୟ୍ଯ ପାଇଁ ଡ଼ାକିବି, ମାରେ ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ। ମୁଁ ତାହା ଜାଣେ କାରଣ ତୁମ୍ଭେ ମାରେ ପରମେଶ୍ବର।
କିନ୍ତୁ ହଠାତ୍ ଭାବରେ ପରମେଶ୍ବର ତାଙ୍କର ତୀର ନିକ୍ଷପେ କରିବେ ଏବଂ ଦୁଷ୍ଟମାନେ ଆଘାତ ହବେେ।
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।
ସେ ତାଙ୍କର ଧନୁ ରେ ଗୁଣ ଦଇେ ମାେ' ପ୍ରତି ତାଙ୍କର ତୀରକୁ ଲକ୍ଷ୍ଯ କରିଅଛନ୍ତି।