Home Bibles ☰ Books ଗୀତସଂହିତା 22:11 · ଓଡ଼ିଆ ବାଇବେଲ
ଗୀତସଂହିତା 22:11 · ଓଡ଼ିଆ ବାଇବେଲ

ତଣେୁ ହେ ପରମେଶ୍ବର ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ଆଗରେ ବିପଦ ମାଡ଼ି ଆସୁଛି, ମାେତେ ସାହାୟ୍ଯ କରିବାକୁ କହେି ନାହିଁ।

Cross references

ଦିତୀୟ ବିବରଣ 32:36

ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।

ଦିତୀୟ ରାଜାବଳୀ 14:26

କାରଣ ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କୁ ଦଯନୀଯ ୟନ୍ତ୍ରଣା ଦେଖିଲେ। ଯେଉଁମାନେ ଦୋଷି ଥିଲେ ଯେଉଁ ମାନେ ମୁକ୍ତ ଥିଲେ। ଏହା କାରଣ ଥିଲା, ଇଶ୍ରାୟେଲକୁ ସାହାୟ୍ଯ କରିବାକୁ କହେି ନଥିଲେ।

ଗୀତସଂହିତା 10:1

ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।

ଗୀତସଂହିତା 13:1

ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

ଗୀତସଂହିତା 35:22

ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ତାହା ଦେଖୁଅଛ, ୟାହାସବୁ ଘଟି ଯାଉଛି। ତଣେୁ ତୁମ୍ଭେ ନୀରବ ରୁହ ନାହିଁ। ମାେତେ ପରିତ୍ଯାଗ କର ନାହିଁ।

ଗୀତସଂହିତା 38:21

ହେ ସଦାପ୍ରଭୁ, ମାେତେ ପରିତ୍ଯାଗ କର ନାହିଁ। ହେ ମାରେ ପରମେଶ୍ବର ମାରେ ନିକଟରେ ରୁହ।

ଗୀତସଂହିତା 69:1

ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।

ଗୀତସଂହିତା 69:18

ଆସ ମାରେ ପ୍ରାଣ ରକ୍ଷା କର, ଆସ ଓ ମାରେ ଶତ୍ରୁମାନଙ୍କଠାରୁ ମାେତେ ବଞ୍ଚାଅ।

ଗୀତସଂହିତା 71:6

ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

ଗୀତସଂହିତା 71:12

ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।

ଗୀତସଂହିତା 72:12

ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।

ଗୀତସଂହିତା 142:4

ମାରେ ଚତୁଃପାଶର୍‌ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।

ଯିଶାଇୟ 63:5

ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।

ମାଥିଉଲିଖିତ ସୁସମାଚାର 26:56

କିନ୍ତୁ ଭବିଷ୍ଯଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସହେିଭଳି ହବୋ ପାଇଁ ଏହି ସବୁକଥା ଘଟିଲା, ତା'ପରେ ସମସ୍ତ ଶିଷ୍ଯମାନେ ଯୀଶୁଙ୍କୁ ଛାଡି ପଳାଇଗଲେ।

ମାଥିଉଲିଖିତ ସୁସମାଚାର 26:72

ପୁଣି ଥରେ ପିତର ଅସ୍ବୀକାର କହି ଦେଲେ। ସେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣନୋହିଁ।

ମାଥିଉଲିଖିତ ସୁସମାଚାର 26:74

ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, ମୁଁ ସେ ଲୋକଙ୍କୁ ଜାଣେ ନାହିଁ। ସତେିକି ବେଳେ କୁକୁଡ଼ା ଡ଼ାକିଲା।

Interlinear

Choose Theme